ନୀଳଗିରି ନିର୍ବାଚନମଣ୍ଡଳୀରେ ଉଡ଼ିଲା ଭାଜପା ବାନା

ସଜନାଗଡ଼,୨୪ା୫(ଡି,ଏନ୍‌.ଏ.) : ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀରେ ଭାଜପାର ବାନା ଉଡ଼ିଛି। ନୀଳଗିରି ବିଧାନସଭାରେ ଭାଜପାର ଇଂ ସୁକାନ୍ତ କୁମାର ନାୟକ ବିଜେଡିର ସନ୍ତୋଷ ଖଟୁଆଙ୍କୁ ୧୫୭୭ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ଏହି ଆସନଟି ବାଲେଶ୍ୱର ରାଜନୀତିର ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିଚାର କରାଯାଉଥିଲା। ଉଭୟ ବିଜେଡି ଓ ଭାଜପା ପାଇଁ ଏହି ଆସନ ସମ୍ମାନର ପ୍ରଶ୍ନ ଥିଲା। ପୂର୍ବରୁ ସୁକାନ୍ତ ବିଜେଡିର ବିଧାୟକ ହୋଇଥିବାବେଳେ ଦଳୀୟ ଅସନ୍ତୋଷ ଯୋଗୁ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଥିଲେ। ଦ୍ୱିତୀୟ ଥର ବିଧାନସଭାକୁ ଯିବା ପାଇଁ ସେ ସୁଯୋଗ ପାଇଛନ୍ତି। ନୀଳଗିରି ନିର୍ବାଚନମଣ୍ଡଳୀରେ ଭାଜପା ୬୯ ହଜାର ୫୧୭ ଖଣ୍ଡ ଭୋଟ ପାଇଥିବାବେଳେ ବିଜେଡି ୬୭ ହଜାର ୯୪୦ ଖଣ୍ଡ ଭୋଟ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri