ନୀଳରକ୍ତ କଙ୍କଡା ସୁରକ୍ଷା ପାଇଁ ବେଳାଭୂମି ସଫେଇ

ରୂପସା, ୯ା୩(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ବାହାବଳପୁର ସାମୁଦ୍ରିକ ଥାନା ଅନ୍ତର୍ଗତ ବଗଦା ବେଳାଭୂମିରେ ସୋମବାର ସଫେଇ ଅଭିଯାନ ଆରମ୍ଭ ହୋଇଛି। ସମୁଦ୍ରରେ ନୀଳରକ୍ତ କଙ୍କଡାର ସୁରକ୍ଷା ପାଇଁ ବାଲେଶ୍ୱରର ଆସୋସିଏଶନ ଫର ବାୟୋଡାଇଭରସିଟି କଞ୍ଜରଭେଶନ(ଏବିସି), ବଗଦ୍‌ାର ମମତା ଜଙ୍ଗଲ ସୁରକ୍ଷା କମିଟି, ଅମର ଯବାନ ଯୁବ ସଙ୍ଗଠନର ମିଳିତ ଆନୁକୂଲ୍ୟରେ ବେଳାଭୂମିରେ ପ୍ଲାଷ୍ଟିକ ପ୍ୟାକେଟ, ବୋତଲ, ଟୁକୁରା ଜାଲ, ପଲିଥିନ, କାଚ ସମେତ ଅନ୍ୟାନ୍ୟ ଆବର୍ଜନା ସବୁ ପରିଷ୍କାର ପରିଚ୍ଛନ୍ନ କରାଯାଇଥିଲା। ସ୍ଥାନୀୟ ଜନସାଧାରଣଙ୍କୁ ନେଇ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। ଚିତ୍ରଶିଳ୍ପୀ କେଶୁ ଦାସ ଏହି ସଭାରେ ପୌରୋହିତ୍ୟ କରି ବେଳାଭୂମିର ପରିଚ୍ଛନ୍ନତା ବଜାୟ ରଖିବା ସହ ଏହାକୁ ଏକ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପ୍ରାପ୍ତ ନିମେନ୍ତ ସମସ୍ତଙ୍କୁ ଆହ୍ବାନ ଦେଇଥିଲେ। ଏବିସିର କୋର୍ଡିନେଟର ବିଜୟ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ବିଭାଗ କଲା ବଡ଼ ଘୋଷଣା: ଖୁସିରେ ରେଲୱେ ଷ୍ଟେଶନରେ ବିଜୟ ଉତ୍ସବ ପାଳିଲେ ବିଜେଡିର କର୍ମକର୍ତ୍ତା, ଜନସାଧାରଣ

ବଲାଙ୍ଗୀର, ୨୨।୫ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନଠାରେ ବିଜେଡିର ଶତାଧିକ କର୍ମକର୍ତ୍ତା, ବିଭିନ୍ନ ସଙ୍ଗଠନର ସଦସ୍ୟ ଓ ଜନସାଧାରଣ ଶୁକ୍ରବାର ବିଜୟ ଉତ୍ସବ ପାଳନ…

‘ମୁହୂର୍ତ୍ତରେ ଶେଷ ହୋଇଯିବ ଆମେରିକା-ଇରାନ ଯୁଦ୍ଧ ’: ଯୁଦ୍ଧର ମୁକାବିଲା ପାଇଁ ଜେଫ୍ରିସ ପ୍ରକାଶ କଲେ ମେଗା ଯୋଜନା!

ତେହରାନ,୨୨।୫: ମଧ୍ୟପ୍ରାଚ୍ୟରେ ଆମେରିକା-ଇରାନ ବିବାଦ, ହର୍ମୁଜ ପ୍ରଣାଳୀ ଚାରିପାଖରେ ଥିବା ଅସ୍ଥିରତା ସହିତ, ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି…

ରାଜ୍ୟରେ ସାର ସଙ୍କଟ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୨।୫: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଖୁବ ଶୀଘ୍ର ସାର ଉତ୍ପାଦନ ସ୍ବାଭାବିକ ହେବା ନେଇ ମନ୍ତ୍ରୀ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ଶୁଭେନ୍ଦୁ ସରକାର

କୋଲକାତା,୨୨।୫: ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱାଧୀନ ସରକାର ପଶ୍ଚିମବଙ୍ଗର ମହିଳାମାନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ଦେଇଛନ୍ତି: ମାଗଣା ବସ ଯାତ୍ରା। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ସମୟରେ ଭାଜପା…

ବିଦ୍ୟୁତ୍‌ କାଟ୍‌କୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୫: ବିଦ୍ୟୁତ୍‌ କାଟ୍‌କୁ ନେଇ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଶୁକ୍ରବାର ମୁହଁ ଖୋଲିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି ଯେ, ରାଜ୍ୟରେ ଯେଉଁପରି ହିଟଓଭେ ଚାଲିଛି,…

ନିଲାମ ଆରମ୍ଭ ହେବା ପୂର୍ବରୁ ନିଲାମ ବାତିଲ:ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ବଢିଲା ସନ୍ଦେହ

ଧର୍ମଶାଳା,୨୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ବଡ଼ କାଏମା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନିଲାମ ପ୍ରକ୍ରିୟା ଆରମ୍ଭ ହେବା କିଛି ସମୟ…

ଟ୍ବିଶା ମାମଲାରେ ହାଇକୋର୍ଟଙ୍କ ପ୍ରମୁଖ ରାୟ: ପୁଣିଥରେ ପୋଷ୍ଟମର୍ଟମ କରିବେ AIIMS ଦିଲ୍ଲୀ ଟିମ୍‌

ଜବଲପୁର,୨୨।୫: ଭୋପାଳରେ ହୋଇଥିବା ବହୁଚର୍ଚ୍ଚିତ ଟ୍ବିଶା ମୃତ୍ୟୁ ମାମଲା ସମ୍ପର୍କରେ ହାଇକୋର୍ଟଙ୍କ ଶୁଣାଣି ସମୟରେ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଶୁଣାଣି ସମୟରେ, ସମର୍ଥ ସିଂହଙ୍କ ପ୍ରତିନିଧିତ୍ୱ କରୁଥିବା…

Asian Gamesରୁ ବାଦ ପଡ଼ିଲେ ଭିନେଶ ଫୋଗଟ: WFIକୁ ହାଇକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୨।୫: ଶୁକ୍ରବାର (୨୨ ମଇ) ଦିଲ୍ଲୀ ହାଇକୋର୍ଟ ରେସଲର ଭିନେଶ ଫୋଗଟଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାରଙ୍କୁ ତାଙ୍କ ମାମଲା ଯାଞ୍ଚ ଏବଂ ମୂଲ୍ୟାଙ୍କନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri