ନୂଆ ଅତିରିକ୍ତ ଜିଲାପାଳଙ୍କ ଯୋଗଦାନ

ଅନୁଗୋଳ ଅଫିସ, ୨୭।୩ : ଅନୁଗୋଳ ଜିଲାର ନୂତନ ଅତିରିକ୍ତ ଜିଲାପାଳ (ରାଜସ୍ବ) ଭାବେ ସନ୍ତୋଷ କୁମାର ପ୍ରଧାନ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ସେ ଗୃହ ବିଭାଗରେ ଯୁଗ୍ମ ସଚିବ ଭାବେ ଦାୟିତ୍ୱ ତୁଲାଇଥିଲେ। ପ୍ରଧାନଙ୍କ ଯୋଗଦାନ ଫଳରେ ଜିଲାରେ ରାଜସ୍ବ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ସୂଚାରୁରୂପେ ପରିଚାଳିତ ହୋଇପାରିବ ବୋଲି ଜିଲାପାଳ ମନୋଜ କୁମାର ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାନ୍ତା ଭାଇରସ୍‌ ସଂକ୍ରମିତ କ୍ରୁଜ୍‌ ଜାହାଜରେ ୨ ଭାରତୀୟ

ଲଣ୍ଡନ/ନୂଆଦିଲ୍ଲୀ,୯ା୫: ହାନ୍ତା ଭାଇରସ୍‌ ସଂକ୍ରମିତ ହୋଇଥିବା ଡଚ୍‌ର କ୍ରୁଜ୍‌ ଜାହାଜ ଏମ୍‌ଭି ହୋଣ୍ଡିଅସ୍‌ର କ୍ରିଉ ସଦସ୍ୟଙ୍କ ମଧ୍ୟରେ ଅନୂ୍ୟନ ୨ ଜଣ ଭାରତୀୟ ଥିବା ଜଣାପଡ଼ିଛି। ଜାହାଜରେ…

ବାଲିଅନ୍ତା ହତ୍ୟାକାଣ୍ଡକୁ ୨୪ଘଣ୍ଟା ନ ପୂରୁଣୁ ଆଉ ଏକ ହତ୍ୟା: ସାଙ୍ଗଙ୍କୁ ଲୁହା ରଡ୍‌ରେ ପିଟି ମାରିଦେଲେ…

ଭୁବନେଶ୍ୱର/ ବାଲିପାଟଣା, ୯।୫(ତ୍ରିନାଥ ମହାନ୍ତି/ ଅଭିମନ୍ୟୁ ନାୟକ): ବାଲିଅନ୍ତା ଥାନା ଅଧୀନ ରାମଚନ୍ଦ୍ରପୁର ପୋଲ ନିକଟରେ ଘଟିଥିବା ହତ୍ୟାକାଣ୍ଡକୁ ୨୪ଘଣ୍ଟା ନ ପୂରୁଣୁ ବାଲିପାଟଣା ଥାନା ବେଙ୍ଗବତୀ…

ପିଏମ୍‌ଏଓ୍ବାଇ-ୟୁ ୨.୦ ଗୃହ ନିର୍ମାଣରେ ଓଡ଼ିଶା ଦେଶରେ ଅଗ୍ରଣୀ

ଭୁବନେଶ୍ୱର, ୯ା୫(ବନ୍ଦନା ସେଠୀ): ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ (ପିଏମ୍‌ଏଓ୍ବାଇ-ୟୁ ୨.୦)’ ଅଧୀନରେ ଗୃହ ନିର୍ମାଣ କାର୍ଯ୍ୟ ସମ୍ପାଦନରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟ ଭାବେ ଉଭା…

ବୋଦାବଳି ପାଇଁ ରାସ୍ତାରୁ ହଟୁନିି ଗଛ

ପାଟଣା,୯ା୫(ବୀର କିଶୋର ଦାଶ): ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପୂର୍ତ୍ତ ବିଭାଗ ତୁରୁମୁଙ୍ଗା ଚମ୍ପୁଆ କାଞ୍ଜିଆଶୁଳା ମୁଖ୍ୟରାସ୍ତାର ନେଉଳିପଶି ନିକଟରେ ଶୁକ୍ରବାର ସକାଳେ ଏକ ବିରାଟକାୟ ଠାକୁରାଣୀ…

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ:ଆଗାମୀ ୪ ଦିନ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୮ା୫ (ବନ୍ଦନା ସେଠୀ) – ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତନଠାରୁ ଦେଢ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ…

ଦିଗପହଣ୍ଡି ଓ ପାଟପୁର ଥାନାରେ ଜୁଭେଣ୍ଟିକା ସଚେତନତା

ଦିଗପହଣ୍ଡି,୮|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଓ ପାଟପୁର ଥାନା ପରିସରରେ ଶୁକ୍ରବାର ମହିଳା ଓ ଶିଶୁଙ୍କ ପ୍ରତି ଅପରାଧ ନିରାକରଣ ସମ୍ପର୍କିତ ଜୁଭେଣ୍ଟିକା ସଚେତନତା…

କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ…

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri