Posted inଫୁରସତ

ନୂଆ ବାୟୋମେଟ୍ରିକ ଲେନ୍ସ: ପାଖ ଦୂର ଜିନିଷ ଦେଖିହେବ

କାଲିଫର୍ନିଆ ବିଶ୍ୱବିଦ୍ୟାଳୟ ଗବେଷକମାନେ ଏକ ସ୍ବତନ୍ତ୍ର ଧରଣର ଲେନ୍ସ ପ୍ରସ୍ତୁତ କରିଛନ୍ତି ଯାହା ମାଧ୍ୟମରେ ଦୂର କିମ୍ବା ପାଖ ଜିନିଷ ଭଲ ଭାବରେ ଦେଖିହେବ। ଯେଉଁମାନଙ୍କର ଦୃଷ୍ଟିଶକ୍ତି ପୂରା କମ୍‌ ସେମାନଙ୍କ ପାଇଁ ଏହା ଉପଯୋଗୀ ହେବ ବୋଲି ଗବେଷକମାନେ କହିଛନ୍ତି। ଏହି ଲେନ୍ସ ଇଲେକ୍ଟ୍ରୋ ଆକ୍ଟିଭ ପଲିମର୍‌ ଫିଲ୍ମରେ ତିଆରି କରାଯାଇଛି। ଦୂର କିମ୍ବା ପାଖ ଜିନିଷ ଦେଖିବାକୁ ହେଲେ ଆଖି ମୁଭମେଣ୍ଟ କରିବାକୁ ହେବ। ଏଥିରେ ବି ସ୍ବତନ୍ତ୍ର କିସମର ତାର ବ୍ୟବହାର କରାଯାଇଛି ଯାହା କରେଣ୍ଟ ଉପତ୍ନ୍ନ କରିବାରେ ସାହାଯ୍ୟ କରେ। ଏହା ଲେନ୍ସକୁ ଚାଳନା କରିବାରେ ସାହାଯ୍ୟ କରିଥାଏ। ଦୁଇ ଥର ଆଖିତ୍ ପତା ପକାଇଲେ ଦୂର ଓ ପୁଣି ଦୁଇଥର ପକାଇଲେ ପାଖ ଜିନିଷ ସ୍ପଷ୍ଟ ଦେଖିହେବ । ଆଖିର ମୁଭ୍‌ମେଣ୍ଟ ବାୟୋନିକ ଆଏକୁ ସିଗ୍‌ନାଲ ବି ଦିଏ। ଏହାକୁ ଆଗକୁ ରୋବୋଟିକ ଆଏରେ ମଧ୍ୟ ବ୍ୟବହାର କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…

ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri