ନୂଆ ଭୂମିକାରେ ନଜର ଆସିବେ ଜରିନ

ମୁମ୍ବାଇ: ‘ହାଉସଫୁଲ-୨’, ‘ହେଟ୍‌ଷ୍ଟୋରୀ-୩’ ଭଳି ଫିଲ୍ମରେ ଅଭିନୟ କରି ବଲିଉଡ୍‌ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଅଭିନେତ୍ରୀ ଜରିନ ଖାନ୍‌। ତେବେ ତାଙ୍କର ଅପ୍‌କମିଂ ଫିଲ୍ମରେ ତାଙ୍କୁ ସଂପୂର୍ଣ୍ଣ ଭିନ୍ନ ଭୂମିକାରେ ଦେଖିବାକୁ ମିଳିବ। ଆଗକୁ ତାଙ୍କର ମୁଭି ‘ହମ୍‌ ଭି ଅକେଲେ ତୁମ୍‌ ଭି ଅକେଲେ’ ଆସିବାକୁ ଯାଉଛି। ଏଥିରେ ସେ ସମଲିଙ୍ଗୀ ଭୂମିକାରେ ନଜର ଆସିବେ। ଫିଲ୍ମର କାହାଣୀ ଏକ ରୋଡ୍‌ ଟ୍ରିପ୍‌ରେ ଯାଇଥିବା ଜଣେ ସମଲିଙ୍ଗୀ ଯୁବକ ବୀର ଏବଂ ସମଲିଙ୍ଗୀ ଯୁବତୀ ମାନସୀଙ୍କ ଉପରେ ଆଧାରିତ। ଏହାକୁ ନେଇ ଜରିନ କହିଛନ୍ତି, ଫିଲ୍ମକୁ ନେଇ ସେ ଖୁବ ଉତ୍ସାହିତ ଅଛନ୍ତି ଏବଂ ଏଥିପାଇଁ ବହୁତ ପରିଶ୍ରମ କରୁଛି। ଦୁଇ ଜଣ ବନ୍ଧୁଙ୍କ ବନ୍ଧୁତ୍ୱକୁ ନେଇ ଫିଲ୍ମଟି ନିର୍ମିତ ହୋଇଛି। ଫିଲ୍ମରେ ତାଙ୍କ ସହିତ ଅଂଶୁମାନ ଝା ନଜର ଆସିବେ। ସେ ଏହାର ପ୍ରଯୋଜକ ଅଛନ୍ତି। ଏବେ ଲକ୍‌ଡାଉନ ଯୋଗୁ ଫିଲ୍ମଟି ରିଲିଜ ହୋଇପାରିନାହିଁ। ତେବେ ଏହି ଫିଲ୍ମ ଓଟିଟି ପ୍ଲାଟଫର୍ମରେ ରିଲିଜ ହୋଇପାରେ ବୋଲି ଖବର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାକାହାର ସିଦ୍ଧାନ୍ତ

ବୌଦ୍ଧଧର୍ମ ଏବଂ ଜୈନଧର୍ମ ଓଡ଼ିଶାର ପ୍ରମୁଖ ଧର୍ମ ଥିଲାବେଳେ ଶାକାହାର ବା ସାଦା ଖାଇବା ପରମ୍ପରା ଅଧିକ ଦୃଢ଼ୀଭୂତ ହୋଇଥିଲା। ଜଣେ ଅତ୍ୟଧିକ ଗରିଷ୍ଠ, ମସଲାଯୁକ୍ତ, ଆମିଷ…

ଭଲପାଇବାର ଉଦାହରଣ ସୃଷ୍ଟି କଲେ ଅବସରପ୍ରାପ୍ତ ଶିକ୍ଷକ: ସ୍ତ୍ରୀଙ୍କ ସ୍ମୃତିରେ ନିର୍ମାଣ କଲେ…

ଗୁଣୁପୁର,୧୨।୧(ସଂକେତ ପାତ୍ର): ରାୟଗଡା ଜିଲା ଗୁଣୁପୁର ପୌରପରିଷଦ ୧୯ନଂ ୱାର୍ଡ ଓମ ନଗରରୁ ଆସିଛି ଏକ ହୃଦୟସ୍ପର୍ଶୀ କାହାଣୀ, ଯାହା ପ୍ରେମ ଓ ସ୍ବାମୀ-ସ୍ତ୍ରୀ ସମ୍ପର୍କର ଅନନ୍ୟ…

ଆଜି ବାଂଲାଦେଶ ନିର୍ବାଚନ

ଢାକା,୧୨ା୨: ବାଂଲାଦେଶରେ ଗୁରୁବାର ସଂସଦୀୟ ନିର୍ୱାଚନ ହେବାକୁ ଯାଉଛି। ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି। ଏହା ହେଉଛି ବାଂଲାଦେଶର ୧୩ତମ ସଂସଦୀୟ ନିର୍ୱାଚନ। ଏହି ନିର୍ୱାଚନକୁ…

ପେଙ୍ଗୁଇନ୍‌ ଇଣ୍ଡିଆକୁ ନୋଟିସ

ନୂଆଦିଲ୍ଲୀ,୧୨ା୨: ପୂର୍ୱତନ ସେନା ମୁଖ୍ୟ ଏମ୍‌.ଏମ୍‌. ନରଓ୍ୱଣେଙ୍କ ପୁସ୍ତକ ‘ଫୋର୍‌ ଷ୍ଟାର୍ସ ଅଫ୍‌ ଡେଷ୍ଟିନି’କୁ ନେଇ ଦିଲ୍ଲୀ ପୋଲିସର ସ୍ୱତନ୍ତ୍ର ସେଲ୍‌ ପେଙ୍ଗୁଇନ୍‌ ରାଣ୍ଡମ୍‌ ହାଉସ୍‌ ଇଣ୍ଡିଆକୁ…

ଏପ୍‌ଷ୍ଟିନ୍‌ ମୋତେ ଦୋମୁହଁା କହିଥିଲେ

ନୂଆଦିଲ୍ଲୀ,୧୨।୨: ଆମେରିକୀୟ ସେକ୍ସ ଅଫେଣ୍ଡର ଜେଫ୍ରି ଏପ୍‌ଷ୍ଟିନ୍‌ କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଦୋମୁହଁା କହିଥିଲେ। ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଣିଥିବା…

ଅନାସ୍ଥା ନୋଟିସରେ ତ୍ରୁଟି

ନୂଆଦିଲ୍ଲୀ,୧୨ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ବିରୋଧରେ ବିପକ୍ଷ ସଦସ୍ୟମାନେ ଅନାସ୍ଥା ପ୍ରସ୍ତାବ ଆଗତ କରିବା ପାଇଁ ଦେଇଥିବା ନୋଟିସ ତ୍ରୁଟିଯୁକ୍ତ। ନୋଟିସ ଡ୍ରାଫ୍ଟିଙ୍ଗ୍‌ରେ ଏଭଳି…

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ମୁନ୍ନା: ପେନସିଲ ଗ୍ରାଫାଇଟରେ ସୂକ୍ଷ୍ମ ଇଣ୍ଡିଆ ଗେଟ୍‌

ଅମରପାଲି,୧୨ା୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମର ମୁନ୍ନା ମାହାଣା ଲିମକା ବୁକ ଅଫ ରେକଡର୍‌ସରେ ନିଜ ନାମକୁ ନାମିତ କରି ଜିଲା ପାଇଁ…

ନାଣ୍ଡୁ ବାବୁ-ସାଇ ବିବାଦରେ ପୂର୍ଣ୍ଣଛେଦ: ମା’ବାପାଙ୍କ ଉପସ୍ଥିତରେ…

ଭୁବନେଶ୍ୱର,୧୨ା୨ (ସୌମ୍ୟରଞ୍ଜନ ରାଉତ):ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ୍‌ ନାଣ୍ଡୁ ବାବୁ ଓ ଯାତ୍ରା ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ବିବାଦରେ ପୂର୍ଣ୍ଣଛେଦ ପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri