ନୂଆ ସିନେମା ଧର୍ମାସୁର

ଏକ ଭିନ୍ନଧରଣର କାହାଣୀକୁ ଆଧାର କରି ପ୍ରସ୍ତୁତ ହେବାକୁ ଯାଉଛି ନୂଆ ଓଡ଼ିଆ ସିନେମା ‘ଧର୍ମାସୁର’। ୧୯୬୦ର ଏକ ଜାତିଭିତ୍ତିକ ଘଟଣାକୁ ନେଇ ଏହି ଫିଲ୍ମର କାହାଣୀ ପରିକଳ୍ପନା କରାଯାଇଛି। ଖାସ୍‌ କଥା ହେଲା, ନିକଟରେ ଓଲିଉଡ୍‌ରେ ପାଦ ଦେଇଥିବା ବିଶ୍ୱରୂପ ମିଶ୍ର ଏହାର ମେଲ୍‌ ଲିଡ୍‌ରେ ଅଭିନୟ କରିବେ। ସେ ଆକ୍ସନ ଉପରେ ଆଧାରିତ ଓଡ଼ିଆ ସିନେମା ‘ବିଶ୍ୱରୂପ-ବର୍ନ ଟୁ ଫାଇଟ୍‌’ରୁ ନିଜ ଓଲିଉଡ୍‌ କ୍ୟାରିୟର ଆରମ୍ଭ କରିଥିଲେ। ଏଥିରେ ତାଙ୍କ ଅପୋଜିଟ୍‌ରେ କିଏ ନାୟିକା ସାଜିବେ, ସେନେଇ ଚୟନ ପ୍ରକ୍ରିୟା ଜାରି ରହିଛି। ଫିଲ୍ମଟିର ନିର୍ଦ୍ଦେଶନା ଦାୟିତ୍ୱ ତୁଲାଇବେ ନବାଗତ ରାଜ ପ୍ରଦୀପ। ଚଳିତବର୍ଷ ମାର୍ଚ୍ଚ ପ୍ରଥମ ସପ୍ତାହରୁ ଏହାର ଶୁଟିଂ ଆରମ୍ଭ ହେବ ଏବଂ ରଜରେ ମୁକ୍ତିଲାଭ କରିବାର ଯୋଜନା ରହିଛି ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ…

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

ପଛକୁ ହଟିଲେ ଟ୍ରମ୍ପ: ସାରା ବିଶ୍ୱରେ ଯୋର ଧରିଲାଣି ଚର୍ଚ୍ଚା, ପୁଣି ଇରାନ ସହ ହେବ ଶାନ୍ତି ବାର୍ତ୍ତା

ତେହରାନ/ଓ୍ବାଶିଂଟନ,୩।୮: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି, କିନ୍ତୁ ଏହା ମଧ୍ୟରେ,…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri