ଆର.ଉଦୟଗିରି, ୨୯ା୧୧ (ଡି.ଏନ.ଏ.) – ମାସେ ନପୁରୁଣୁ ପୁଣି ନୁଆଗଡକୁ ଡେଙ୍ଗୁ ଲେଉଟିଛି। ବୁଧବାର ଡେଙ୍ଗୁରେ ଗ୍ରାମର ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ଜଣ ଆକ୍ରାନ୍ତ ହୋଇଛନ୍ତି। ଖବର ପାଇ ଡାକ୍ତରୀ ଦଳ ଗ୍ରାମରେ ପହଞ୍ଚତ୍ଛି। ନୂଆଗଡ ଗ୍ରାମ ଖ୍ରୀଷ୍ଟିଆନ ସାହିର ଧିରେନ ସିଂ (୨୩)ଙ୍କୁ ଜ୍ୱର ହୋଇଥିଲା। ୨୧ ତାରିଖରେ ବ୍ରହ୍ମପୁରରେ ଏକ ଘରୋଇ ନିଦାନ କେନ୍ଦ୍ରରେ ରକ୍ତପରୀକ୍ଷା ପରେ ଡ଼େଙ୍ଗୁ ହୋଇଥିବା ଜଣାପଡିଥିଲା। ଘରୋଇ କ୍ଲିନିକରେ ଚିକିତ୍ସିତ ହେବାପରେ ଔଷଧ ଧରି ଗ୍ରାମକୁ ଫେରି ସ୍ଥାନୀୟ କ୍ବାକ୍ ଦ୍ୱାରା ଚିକିତ୍ସିତ ହେଉଥିଲେ। ୨୫ରେ ପୁଣି ଅସୁସ୍ଥ ହେବାରୁ ତାଙ୍କୁ ବ୍ରହ୍ମପୁର ଏମ୍କେସିଜି ମେଡିକାଲକୁ ନିଆଯାଇଥିଲେ। ସେଠାରେ ବୁଧବାର ସକାଳେ ତାଙ୍କର ମତ୍ୟୁ ଘଟିଛି। ସୂଚନାଯୋଗ୍ୟ, ଚଳିତ ମାସ ୮ରେ ୩୩ ଜଣ ଡେଙ୍ଗୁରୋଗୀ ଚିହ୍ନଟ ହୋଇ ଚିକିତ୍ସିତ ହୋଇଥିଲେ। ସେହି ସମୟରେ ମଧ୍ୟ ଜଣଙ୍କ ମୃତ୍ୟୁ ହୋଇଥିଲା। ବୁଧବାର ମେଡିକାଲ ଇନ୍ଚାର୍ଜ ନିବେଦିତା ସାହୁ ଏବଂ ତାଙ୍କ ଷ୍ଟାଫ ମୃତକଙ୍କ
ପରିବାରକୁ ଭେଟିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
SCB ମେଡିକାଲ୍ କ୍ୟାମ୍ପସ୍ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…
କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…
୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ
ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି
ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…
ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ
ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…
ମୋବାଇଲ୍ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…
ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…
ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍ ଚଢ଼ାଉ କରି…

