ନୂଆପଡାରେ ପୁଣି ୮କରୋନା ପଜିଟିଭ

ନୂଆପଡା ଅଫିସ,୬ା୬-ନୂଆପଡା ଜିଲାରେ ପୁଣି ୮ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଏବେସୁଦ୍ଧା ମୋଟ କରୋନା ପଜିଟିଭ ସଂଖ୍ୟା ୬୭ରେ ପହଞ୍ଚିଛି। ତେବେ ଏହି ୮ ଜଣଙ୍କ ମଧ୍ୟରୁ ନୂଆପଡା ବ୍ଲକ ଟାନୱାଟ ଟିଏମ୍‌ସିରୁ ଜଣେ ଏବଂ ସିନାପାଲି ବ୍ଲକରୁ ୭ଜଣ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଥିବାବେଳେ ବାକି ୪ଜଣ ହୋମ୍‌ କ୍ୱାରାଣ୍ଟାଇନରେ ରହିଥିଲେ। ଏମାନଙ୍କୁ ବଲାଙ୍ଗୀରକୁ କୋଭିଡ୍‌ ହସ୍‌ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବରେ ଘୋଷଣା କରାଯାଇଛି। ପରବର୍ତ୍ତୀ ସମୟରେ ନିୟମକୁ କଡାକଡି କରାଯିବ ବୋଲି ଜିଲା ମୁଖ୍ୟ ଚିକିତ୍ସାଧିକାରୀ କାଳୀଚରଣ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଶିକ୍ଷାଦାନକୁ ବ୍ରତ କରିଥିବା ନିଆରା ମଣିଷ ମହେଶ୍ୱର

ଖଡ଼ିଆଳ,୭ା୯(ସୁଜିତ କୁମାର ପ୍ରଧାନ): ଶିକ୍ଷାଦାନକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଜଣେ ନିଆରା ମଣିଷ ହେଉଛନ୍ତି ମହେଶ୍ୱର ରାଉତରାଏ। ଖଡ଼ିଆଳ ବ୍ଲକ ଡୁଆଝର ଗ୍ରାମର ମହେଶ୍ୱର…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri