ନୂଆବର୍ଷର ପହିଲି ଦିନରେ ରୋଷେଇ ଘରେ ମହଙ୍ଗା ମାଡ଼: ବଢ଼ିଲା ରନ୍ଧନ ଗ୍ୟାସ୍‌ ଦାମ୍‌

ନୂଆଦିଲ୍ଲୀ,୧।୧: ନୂଆବର୍ଷର ପହିଲି ଦିନରେ ରୋଷେଇ ଘରେ ମହଙ୍ଗା ମାଡ଼ ହୋଇଛି। ବୁଧବାରଠାରୁ ରନ୍ଧନ ଗ୍ୟାସ୍‌ ଦାମ୍‌ ୧୯ ଟଙ୍କା ବଢ଼ିଛି। ଫଳରେ ଦିଲ୍ଲୀରେ ଅଣ-ସବସିଡ୍‌ ଯୁକ୍ତ ଗ୍ୟାସ୍‌ ସିଲିଣ୍ଡର ଦାମ୍‌ ୭୧୪ ଟଙ୍କା ହୋଇଛି। ଗତ ଡିସେମ୍ବରରେ ଏହାର ଦାମ୍‌ ୬୯୫ ଟଙ୍କା ଥିଲା। ତେବେ ତୈଳ କମ୍ପାନୀଗୁଡ଼ିକ ରେଟ୍‌ ରିଭିଜନ୍‌ ଦ୍ୱାରା ନୂଆ ଦାମ୍‌ ସ୍ଥିର କରିଛନ୍ତି। ସେହିପରି କମର୍ସିଆଲ୍‌ ଗ୍ୟାସ୍‌ ସିଲିଣ୍ଡର ଦାମ୍‌ ୨୯ଟଙ୍କା ୫୦ ପଇସା ବୃଦ୍ଧି ହୋଇ ୧୨୪୧ ଟଙ୍କାରେ ପହଞ୍ଚିଛି। ଏହାଦ୍ୱାରା ଘରୋଇ ଗ୍ୟାସ୍‌ ସିଲିଣ୍ଡର ଦାମ୍‌ କୋଲକାତାରେ ୭୪୭ ଟଙ୍କା, ମୁମ୍ବାଇରେ ୬୮୪ ଟଙ୍କା ଏବଂ ଚେନ୍ନାଇରେ ୭୩୪ ଟଙ୍କା ହୋଇଛି। ସେହିପରି କମର୍ସିଆଲ ସିଲିଣ୍ଡର ଦାମ୍‌ କୋଲକାତାରେ ୧୩୦୮ ଟଙ୍କା, ମୁମ୍ବାଇରେ ୧୧୯୦ଟଙ୍କା ଏବଂ ଚେନ୍ନାଇରେ ୧୩୬୩ ଟଙ୍କାରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri