ନୂଆବର୍ଷ ସେଲିବ୍ରେଟ କରିବାକୁ ଗୋଆରେ ପହଞ୍ଚିଲେ ମଲାଇକା

ମୁମ୍ବାଇ: ଆଉ କିଛି ସମୟ ପରେ ପୁରୁଣା ବର୍ଷକୁ ବିଦାୟ ଦେଇ ନୂଆବର୍ଷକୁ ସ୍ବାଗତ କରାଯିବ। ଏଥିପାଇଁ ଗାଁରୁ ସହର ଚଳଚଞ୍ଚଳ ହୋଇପଡ଼ିଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ୍‌ ସେଲିବ୍ରିଟି ନୂଆବର୍ଷକୁ ପାଳିବା ପାଇଁ ନିଜ ନିଜ ପସନ୍ଦର ସ୍ଥାନ ଚୟନ କରିସାରିଛନ୍ତି। ଇତିମଧ୍ୟରେ ନୂଆବର୍ଷକୁ ସ୍ବାଗତ କରିବା ପାଇଁ ବଲିଉଡ୍‌ ଷ୍ଟାଇଲ୍‌ ଦିବା ମଲାଇକା ଅରୋରା, ଭଉଣୀ ଅମୃତା ଓ କିଛି ସାଙ୍ଗଙ୍କ ସହ ଗୋଆରେ ପହଞ୍ଚିଛନ୍ତି। ପହଞ୍ଚିବା ମାତ୍ରେ ଦୁଇ ଭଉଣୀ ପାର୍ଟି ଆରମ୍ଭ କରିଦେଇଛନ୍ତି। ଏନେଇ ଅମୃତା ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଏଥିସହ ସେ କ୍ୟାପଶନ୍‌ରେ ଲେଖିଛନ୍ତି ‘ଗୋଆ ଟାଇମ୍ସ’ ଯେଉଁଥିରେ ଅମୃତା ଓ ତାଙ୍କ ସ୍ବାମୀ, ଭଉଣୀ ମଲାଇକା ଓ କିଛି ସାଙ୍ଗ ଏନ୍‌ଜୟ କରୁଥିବା ଦେଖିବାକୁ ମିଳିଛି। ଏହି ଫଟୋରେ ମଲାଇକା ବେଶ୍‌ ସୁନ୍ଦର ଦେଖାଯାଉଛନ୍ତି। ଗୋଆର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪ ରାଜ୍ୟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୫: ଗୁରୁବାର (୨୮ ମଇ) , ଭାଜପା ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି ବା ପଦେଶ ଅଧ୍ୟକ୍ଷ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ, ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ…

CBSE ମୂଲ୍ୟାୟନ ପ୍ରସଙ୍ଗ: ପାଲଟା ଆକ୍ରମଣ କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲ ଗାନ୍ଧୀ ହତାଶ….

ନୂଆଦିଲ୍ଲୀ,୨୮ା୫: CBSEର ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ସାରା ଦେଶରେ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା…

କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ସିଦ୍ଧରାମାୟା? କହିଲେ ସବୁଠାରୁ ବଡ଼ କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ସିଦ୍ଧରାମାୟା ଶେଷରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କ ସଚିବଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।…

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଛାତ୍ରାବାସରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ୧୬ ଛାତ୍ରୀ

ନାଇରୋବି,୨୮।୫: କେନିଆର ନାକୁରୁ କାଉଣ୍ଟିର ଗିଲଗିଲ୍ସ୍ଥିତ ଉତୁମିଶି ବାଳିକା ଏକାଡେମୀର ଏକ ଛାତ୍ରାବାସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ଦେଶକୁ ଥରାଇ ଦେଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri