ନୂଆବର୍ଷର ପ୍ରଥମ ସୂର୍ଯ୍ୟ ଦର୍ଶନ: ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ପୁରୀ ଅଫିସ,୧।୧: ଆରମ୍ଭ ହୋଇଛି ବର୍ଷ ୨୦୨୦। ନୂଆବର୍ଷର ପ୍ରଥମ ସୂର୍ଯ୍ୟଦର୍ଶନ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ହୋଇଛି। ମହାପ୍ରଭୁଙ୍କ ଦର୍ଶନ କରି ପରିବାର ତଥା ବନ୍ଧୁ ପରିଜନଙ୍କ ଶୁଭ ମନାସିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ଗହଳି ହୋଇଛି। ଶ୍ରୀମନ୍ଦିରରେ ଦାରୁବିଗ୍ରହଙ୍କ ଦର୍ଶନ କରି କୃତାର୍ଥ ହେଉଛନ୍ତି ଭକ୍ତ। ଶୃଙ୍ଖଳିତ ଦର୍ଶନ ପାଇଁ ଜିଲା ପ୍ରଶାସନ, ପୋଲିସ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ଶ୍ରୀମନ୍ଦିର ଏବଂ ସିଂହଦ୍ୱାରକୁ ଆକର୍ଷଣୀୟ ସଜ୍ଜା ଯାଇଛି। ମଙ୍ଗଳବାର ରାତି ୧ଟା ୨୦ରୁ ମନ୍ଦିରର ଦ୍ବାର ଫିଟାଯାଇ ନୀତିକାନ୍ତି ଆରମ୍ଭ ହୋଇଛି। ଭକ୍ତମାନେ ରାତିରୁ ଧାଡିରେ ଆସି ଠାକୁରଙ୍କୁ ଦର୍ଶନ କରୁଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିର ଭିତରେ ଓ ବାହାରେ ପର୍ଯ୍ୟାପ୍ତ ପୋଲିସ ମୁତୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେପର୍‌ ଲିକ୍‌ ଘଟଣାରେ ମୋଦି ସରକାରଙ୍କ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ସମସ୍ତ ପେପର ଲିକ୍ ଘଟଣାରେ ମାମଲାର ଶୀଘ୍ର ସମାଧାନ ଏବଂ ଦୋଷୀମାନଙ୍କୁ କଠୋର ଦଣ୍ଡ ପ୍ରଦାନ କରିବା ପାଇଁ ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା କରାଯିବ। ଆବଶ୍ୟକୀୟ…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ନେଲେ ଏହି ପଦକ୍ଷେପ, ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri