ନୂଆବର୍ଷରେ ଘରେ ତରକାରୀ ହୋଇ ନ ଥିବାରୁ ନାବାଳିକାଙ୍କ ଆତ୍ମହତ୍ୟା

ପାଟଣା,୨।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଖମୁଆଁ ଗ୍ରାମର ଜଣେ ୧୭ ବର୍ଷୀୟା ନାବାଳିକା ନୂଆବର୍ଷ ରାତିିରେ ଖାଇବାରେ ତରକାରୀ ହୋଇ ନ ଥିବାରୁ ରୁଷି ବାପାଙ୍କ ବ୍ଲଡ଼ପ୍ରେସର ମେଡିସିନ ଖାଇ ଗୁରୁତର ହୋଇ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ତାଙ୍କର ମୃତ୍ୟୁ ଘଟିଛି। ମୃତ ନାବାଳିକା ଜଣକ ହେଉଛନ୍ତି ଖମୁଆଁ ଗ୍ରାମର ପର୍ଶୁରାମ ନାଏକଙ୍କ ଝିଅ ରୁବି ନାଏକ।

ସୂଚନା ଅନୁଯାୟୀ, ବୁଧବାର ରାତିରେ ଘରେ ତରକାରୀ ନ ହୋଇଥିବାରୁ ରୁବିଙ୍କ ତାଙ୍କ ମା’ଙ୍କ ସହ ବଚସା ହୋଇଥିଲା। ଏଥିରେ ରୁବି ମାନସିକ ଭାରସମ୍ୟ ହରାଇ ବାପାଙ୍କ ବିପି ମେଡିସିନ ଖାଇ ଦେଇଥିଲେ। ଏ ନେଇ ପାଟଣା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ନକ୍ସଲ ଖଞ୍ଜିଥିବା ଲ୍ୟାଣ୍ଡ ମାଇନ ବିସ୍ଫୋରଣ: କୋବ୍ରା ବାଟାଲିୟନର ଦୁଇ ଯବାନ ଗୁରୁତର

ବଣାଇଁ,୨୨।୨(ପ୍ରଦୀପ ତ୍ରିପାଠୀ): ଶନିବାର ଝାରଖଣ୍ଡ ପଶ୍ଚିମ ସିଂହଭୂମ ଜିଲାର ସାରାଣ୍ଡା ଜଙ୍ଗଲ ଅଞ୍ଚଳରେ ନକ୍ସଲ ବିରୋଧୀ ଅଭିଯାନ ସମୟରେ ପୁଣି ଲ୍ୟାଣ୍ଡ ମାଇନ ବିସ୍ଫୋରଣ ଘଟିଥିବା ଜଣାପଡ଼ଛି…

ଝାରସୁଗୁଡାରେ ରକ୍ତାକ୍ତ ରାଜପଥ: ଟ୍ରଲର-ବୋଲେରୋ ମୁହାଁମୁହିଁ ଧକ୍କା, ୫ ପୋଲିସ କର୍ମଚାରୀ ମୃତ

ଝାରସୁଗୁଡା,୨୨।୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ସଦର ଥାନା ସମ୍ମୁଖରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରେଲର ଏବଂ ପୋଲିସ…

ସ୍ୱଂୟ ସହାୟକ ଦ୍ୱାରା କରାଯାଇଥିବା ଫୁଲ ଚାଷ ଦେଖିଲେ ଜିଲାପାଳ, ପାହାଡ଼ ଚଢ଼ି….

ପଟ୍ଟାଙ୍ଗି,୨୨।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା କୋଟିଆ ପଞ୍ଚାୟତକୁ ଜିଲାପାଳ ମନୋଜ ସତ୍ୟବାନ୍ ମହାଜନ୍ ଗସ୍ତ କରି ପଞ୍ଚାୟତର ବିଭିନ୍ନ କାର୍ଯ୍ୟକ୍ରମ…

ମନ୍ଦିର ପ୍ରତିଷ୍ଠା ଓ ରତ୍ନମୁଦ କାର୍ଯ୍ୟକ୍ରମ, ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଯୋଗଦେଇ….

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୨।୨(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଠାରେ ମୁକ୍ତେଶ୍ଵର ମହାରୁଦ୍ରଙ୍କ ଜୀର୍ଣ୍ଣ୍ନୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ ଗୁରୁବାର…

ବଗିଚାରେ କାମ କରୁଥିବା ବେଳେ ୨ ଜଣଙ୍କୁ ଦଳିଦେଲା ଦନ୍ତା, ଜଣଙ୍କୁ ଦଳିଲା….

ଦିଗପହଣ୍ଡି,୨୨।୨(ଅଶେଷ ନାଥ ମିଶ୍ର): ଜଲମେରିପଲ୍ଲୀରେ ୨ ଜଣଙ୍କୁ ଦଳିଦେଲା ଦନ୍ତା । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ…

ଜଙ୍ଗଲରେ ୫ କୁଇଣ୍ଟାଲ ଗଞ୍ଜେଇ: ଜଣେ ଗିରଫ

ମୋହନା,୨୨।୨( ମନ୍ମଥ ମିଶ୍ର ): ୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପିଲିପାଯୁ…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri