ନୂଆବର୍ଷରେ ଫୁଲତୋଡ଼ା ବଦଳରେ ବହି ଦିଅ: ଜିଲାପାଳ

ଛତ୍ରପୁର,୧ା୧(ଡି.ଏନ୍‌.ଏ.)-ବୁଧବାର ନୂତନ ବର୍ଷ ୨୦୨୦ ଆରମ୍ଭ ହେବ। ସାଧାରଣତଃ ଗ୍ରୀଟିଙ୍ଗସ୍‌ କାର୍ଡ, ଫୁଲ ତୋଡ଼ା ଓ ବିଭିନ୍ନ ଉପହାର ଦେଇ ନୂତନବର୍ଷର ଶୁଭେଚ୍ଛା ଜଣାଯାଏ। ତେବେ ଚଳିତଥର ଏସବୁ ଉପହାର ନ ଦେଇ ବହି ଉପହାର ଦେବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁତ୍ୱାରୋପ କରିଛନ୍ତି। ଜନସାଧାରଣ ସ୍କୁଲ ଛାତ୍ରୀଛାତ୍ର, ସରକାରୀ ଅଫିସର ଓ ବନ୍ଧୁମାନଙ୍କୁ ବହି ଉପହାର ଦେବାକୁ ମଙ୍ଗଳବାର ଗଣମାଧ୍ୟମ ଜରିଆରେ ଜିଲାପାଳ ଅନୁରୋଧ କରିଛନ୍ତି। ବର୍ତ୍ତମାନ ମାର୍କେଟରେ ଉଭୟ ଓଡ଼ିଆ ଓ ଇଲିଂଶ ଭାଷାର ଭଲ ଭଲ ବହି ମିଳୁଛି ା ନିଜେ ବହି ପଢନ୍ତୁ ଓ ଅନ୍ୟମାନଙ୍କୁ ଏହା ଉପହାର ଦିଅନ୍ତୁ। ଏହାଦ୍ୱାରା ପରମ୍ପରାକୁ ବଜାୟ ରଖିହେବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri