ବରବେରଣା ନୂଆସାହିରେ ଅବକାରୀ ବିଭାଗର ଚଢ଼ାଉ: ୨୧ ଗ୍ରାମ ବ୍ରାଉନ୍‌ସୁଗାର ଜବତ

ଖୋର୍ଦ୍ଧା ଅଫିସ,୧୦।୧୨: ଖୋର୍ଦ୍ଧା ଅବକାରୀ ସ୍କ୍ବାର୍ଡର ୭ଜଣିଆ ଟିମ୍‌ ବେଗୁନିଆ ଥାନା ବରବେରଣା ନୂଆସାହିରେ ମଙ୍ଗଳବାର ପୂର୍ବାହ୍ନରେ ଚଢ଼ାଉ କରି ୨୧ ଗ୍ରାମ ବ୍ରାଉନ୍‌ସୁଗାର ଜବତ କରିଛି। ଏହାର ମୂଲ୍ୟ ୨ଲକ୍ଷ ୧୦ହଜାର ଟଙ୍କା ହେବ ବୋଲି ଜଣାପଡ଼ିଛି। ଘଟଣାରେ ବଡ଼ବେରଣା ନୂଆସାହିର ବାପି ପଣ୍ଡା (୩୫) ଓରଫ ରମେଶଙ୍କୁ ଗିରଫ କରି ଖୋର୍ଦ୍ଧା କୋର୍ଟ ଚାଲାଣ କରାଯାଇଥିଲା। ସେଠାରେ ଜାମିନ ନାମଞ୍ଜୁର ହେବା ପରେ ତାଙ୍କୁ ଖୋର୍ଦ୍ଧା ସବ୍‌ଜେଲକୁ ପଠାଇ ଦିଆଯାଇଛି। ଅପରପକ୍ଷେ ଏନ୍‌ଡିପିଏସ୍‌ରେ ମାମଲା (ନଂ.୫୪/୧୯) ରୁଜୁ କରି ପୋଲିସ ତଦନ୍ତ କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପଡିଲା ମହଙ୍ଗା, ବିବାହ ପାଇଁ ଘରକୁ ଡାକି ଜୀବନରୁ ମାରିଦେଲେ ପ୍ରେମିକାର ପରିବାର ଲୋକେ

ନୂଆଦିଲ୍ଲୀ,୧୧।୧୨: ତେଲେଙ୍ଗାନାର ସିଙ୍ଗାରେଡି ଜିଲ୍ଲାରୁ ଏକ ହୃହୟବିଦାରକ ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି । ଏକ ଇଞ୍ଜିନିୟର ଛାତ୍ରକୁ ଘରକୁ ଡାକି ପ୍ରେମିକାର ବାପା ମା...

ଥାନା ଘେରିଲେ ଗ୍ରାମବାସୀ, ଜବରଦଖଲ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଅମରପାଲି,୧୨।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ମେଣ୍ଡମାଳ ଗ୍ରାମବାସୀ ଥାନା ଘେରିଛନ୍ତି। ଗ୍ରାମର କେତେଜଣ ବ୍ୟକ୍ତିଙ୍କ ନାମରେ ପଡୋଶୀ ଗ୍ରାମର ଜଣେ ବ୍ୟକ୍ତି...

ଥାନାରେ କୀଟନାଶକ ଔଷଧ ଖାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ବାମୀଙ୍କ ଅନ୍ୟତ୍ର ବିବାହ ପ୍ରସ୍ତୁତି ଖବର ପାଇ..

ଦେବଗଡ, ୧୨।୧୨ (ଶଶାଙ୍କ ଶେଖର ଝାଙ୍କର): ଅଭିଯୋଗ କରିବାକୁ ଆସିଥିବା ମହିଳା ଦେବଗଡ ଥାନା ଭିତରେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପୋଲିସ...

ଶୀତରେ ଥରୁଛି ଦାରିଙ୍ଗବାଡି: ଦ୍ୱିତୀୟ ଦିନରେ ମଧ୍ୟ ତୁଷାରପାତ, ଘରୁ ବାହାରିବା ମୁସ୍କିଲ

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଯନ୍ତ୍ରଣା ଦେଉଛି ଶୀତ । ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ...

ଜଙ୍ଗଲକୁ ଟେକିନେଇ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କଲେ ୪୩ ବର୍ଷୀୟ ବ୍ୟକ୍ତି, ଧରାପଡିବା ପରେ…

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଲଇମୁରା ଥାନା ଅଞ୍ଚଳରେ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...

ଘରକୁ ଡାକି ବଳାତ୍କାର କରିଥିଲେ ବୃଦ୍ଧ, ହେଲା ଆଜୀବନ କାରାଦଣ୍ଡ

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ନାବାଳିକା ବଳାତ୍କାର ମାମଲାର ବିଚାରକରି ଅତିରିକ୍ତ ଦୌରାଜଜ୍‌ ତଥା ସ୍ବତନ୍ତ୍ର ଜଜ୍‌ ଜଣେ ବୃଦ୍ଧଙ୍କୁ ଗୁରୁବାର ଆଜୀବନ କାରାଦଣ୍ଡ ସହ ୧୦,୦୦୦...

ପେସାରେ ଅଧ୍ୟାପନା, ନିଶାରେ କଳା ସାଧନା

ଲୋଇସିଂହା,୧୨।୧୨(ସୁଶାନ୍ତ ବାରିକ): ପେଶା ତାଙ୍କର ଅଧ୍ୟାପନା, ନିଶା କଳା ସାଧନା କରିବା ା ଏପରି ଜଣେ ବ୍ୟକ୍ତି ହେଉଛନ୍ତି ଅଧ୍ୟାପକ ଡ. ଲିଙ୍ଗରାଜ ମେହେର। ସେ...

ମହିଳାଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା, ସମ୍ପର୍କୀୟ ଶ୍ୱଶୁରଙ୍କୁ ଅଧାଲଣ୍ଡା କରି…

ଭବାନୀପାଟଣା, ୧୨ା୧୨ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ବାଦିଲି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ପଡ଼ାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri