ବରବେରଣା ନୂଆସାହିରେ ଅବକାରୀ ବିଭାଗର ଚଢ଼ାଉ: ୨୧ ଗ୍ରାମ ବ୍ରାଉନ୍‌ସୁଗାର ଜବତ

ଖୋର୍ଦ୍ଧା ଅଫିସ,୧୦।୧୨: ଖୋର୍ଦ୍ଧା ଅବକାରୀ ସ୍କ୍ବାର୍ଡର ୭ଜଣିଆ ଟିମ୍‌ ବେଗୁନିଆ ଥାନା ବରବେରଣା ନୂଆସାହିରେ ମଙ୍ଗଳବାର ପୂର୍ବାହ୍ନରେ ଚଢ଼ାଉ କରି ୨୧ ଗ୍ରାମ ବ୍ରାଉନ୍‌ସୁଗାର ଜବତ କରିଛି। ଏହାର ମୂଲ୍ୟ ୨ଲକ୍ଷ ୧୦ହଜାର ଟଙ୍କା ହେବ ବୋଲି ଜଣାପଡ଼ିଛି। ଘଟଣାରେ ବଡ଼ବେରଣା ନୂଆସାହିର ବାପି ପଣ୍ଡା (୩୫) ଓରଫ ରମେଶଙ୍କୁ ଗିରଫ କରି ଖୋର୍ଦ୍ଧା କୋର୍ଟ ଚାଲାଣ କରାଯାଇଥିଲା। ସେଠାରେ ଜାମିନ ନାମଞ୍ଜୁର ହେବା ପରେ ତାଙ୍କୁ ଖୋର୍ଦ୍ଧା ସବ୍‌ଜେଲକୁ ପଠାଇ ଦିଆଯାଇଛି। ଅପରପକ୍ଷେ ଏନ୍‌ଡିପିଏସ୍‌ରେ ମାମଲା (ନଂ.୫୪/୧୯) ରୁଜୁ କରି ପୋଲିସ ତଦନ୍ତ କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ବେଆଇନ ଭାବେ କରୁଥିଲେ ଗୋରୁ ଚାଲାଣ, ଅଭିଯୁକ୍ତ ଜିତୁଙ୍କୁ ବାନ୍ଧିଲା…

ଆନନ୍ଦପୁର/ହାଟଡିହୀ,୨୧l୫(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଗୁହାଳିଆ ଗ୍ରାମର ଅମିନ ଜେନାଙ୍କ ପୁଅ ସୁବ୍ରତ କୁମାର ଜେନା (୩୮) ଓରଫ ଜିତୁଙ୍କୁ ଗୁରୁବାର…

ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଝିଅ ଅନ୍ବେଷା ମିଶ୍ର

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଭବାନୀପାଟଣାର ଝିଅ ଅନ୍ବେଷା ମିଶ୍ର(୧୩) ସମ୍ମାନଜନକ ଗ୍ଲାମ ଇଣ୍ଡିଆରେ ପ୍ରତିଯୋଗିତାରେ କୃତିତ୍ବ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ପ୍ରିଟିନ୍ ବର୍ଗରେ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri