ନୂ୍ୟନତମ ବାଲାନ୍ସ ଜରିମାନା ବାବଦ ୧୯୯୬ କୋଟି ଟଙ୍କା ଆଦାୟ

ନୂଆଦିଲ୍ଲୀ,୨୬-୧୧: ବ୍ୟାଙ୍କ ଖାତାରେ ନୂ୍ୟନତମ ମାସିକ ବାଲାନ୍ସ ନ ରଖିବା ଯୋଗୁ ଜରିମାନା ବାବଦ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ୨୦୧୮-୧୯ରେ ଗ୍ରାହକଙ୍କଠାରୁ ୧୯୯୬.୪୬ କୋଟି ଟଙ୍କା ଆଦାୟ କରିଛନ୍ତି। ୨୦୧୭-୧୮ରେ ୧୮ ବ୍ୟାଙ୍କ ଏହି ବାବଦରେ ୩,୩୬୮.୪୨ କୋଟି ଟଙ୍କା ଆଦାୟ କରିଥିଲେ। ୨୦୧୬-୧୭ରେ ଏହା ୭୯୦ କୋଟି ଟଙ୍କା ରହିଥିଲା ବୋଲି ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ସିଂ ଠାକୁର ଲୋକସଭାକୁ ଏହି ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଜନଧନ ଯୋଜନାରେ ବେସିକ ସେଭିଙ୍ଗସ ଆକାଉଣ୍ଟ ଲାଗି କୌଣସି ଜରିମାନା ଲାଗୁ ହେଉ ନାହିଁ। ଚଳିତବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ସାରା ଦେଶରେ ଏଭଳି ୫୭.୩ କୋଟି ଆକାଉଣ୍ଟ ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ Zomatoର ବଡ଼ ଝଟ୍‌କା! ଏଲ୍‌ପିଜି ସଙ୍କଟ ପରେ ଏବେ ଅନଲାଇନ୍‌ରେ ଖାଇବା ମଗାଇବା ହେଲା ମହଙ୍ଗା, ଦେବାକୁ ହେବ…

ନୂଆଦିଲ୍ଲୀ,୨୦।୩:ସାଧାରଣ ଲୋକଙ୍କ ପକେଟ ଉପରେ ପୁଣି ଏକ ମହଙ୍ଗା ମାଡ଼ ହୋଇଛି। ଯଦି ଆପଣ ଅନଲାଇନ୍‌ରେ ଖାଦ୍ୟ ଅର୍ଡର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଯୁଦ୍ଧ ଭିତରେ ଭାରତରେ ପ୍ରଥମ ଥର ବଢିଲା ପେଟ୍ରୋଲ ରେଟ୍‌, ଲିଟର ପ୍ରତି ଦେବାକୁ ପଡିବ…

ନୂଆଦିଲ୍ଲୀ,୨୦।୩: ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ (HPCL) ଏହାର ପ୍ରିମିୟମ ପେଟ୍ରୋଲର ମୂଲ୍ୟ ପ୍ରତି ଲିଟର 2ଟଙ୍କା ବୃଦ୍ଧି କରିଛି। ନୂତନ ଦର ଶୁକ୍ରବାର ଠାରୁ କାର୍ଯ୍ୟକାରୀ…

ଯୁଦ୍ଧ ଭିତରେ ଖସିଲା ସୁନାଦର; ଦେଢଲକ୍ଷରୁ ତଳକୁ ଖସିଲା ଭରିଏ ସୁନାର ମୂଲ୍ୟ!

ନୂଆଦିଲ୍‌ଲୀ,୨୦।୩: ଖସିଲା ସୁନା, ରୁପା ଦର । ସପ୍ତାହକ ମଧ୍ୟରେ ୨୦ ହଜାର ଟଙ୍କା ଖସିଲାଣି ସୁନା ଦର । ଦେଢ଼ ଲକ୍ଷରୁ ତଳକୁ ଖସିଲା ଭରିଏ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

ଏହି ୬ ସହରରେ ଆରମ୍ଭ ହେଲା ଇଣ୍ଡିଆ ପୋଷ୍ଟ’ର ୨୪ ଘଣ୍ଟିଆ ଗ୍ୟାରେଣ୍ଟେଡ୍‌ ଡେଲିଭରି ସେବା

ନୂଆଦିଲ୍ଲୀ ,୧୮ା୩:ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍‌ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri