‘ନେତାଜୀଙ୍କ ଭଳି ସ୍ବାଭିମାନୀ ହୁଅ’

ଖଇରା, ୨୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସାରୁଗାଁ ପଞ୍ଚାୟତ ଅଧୀନ ତିଳଦା ଗ୍ରାମର ନେତାଜୀ ଯୁବକ ସଂଘ ଆନୁକୂଲ୍ୟରେ ରୌପ୍ୟ ଜୟନ୍ତୀ ଉତ୍ସବ ଗୁରୁବାର ପାଳିତ ହୋଇଯାଇଛି ା ସଂଘ ସଭାପତି ଜଗବନ୍ଧୁ ନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ସତ୍ୟସାଇ ଗ୍ରୁପ ଅଫ ଇନଷ୍ଟିଚ୍ୟୁଶନ ଅଧ୍ୟକ୍ଷ ଡ ବେଣୁଧର ପଣ୍ଡା ମୁଖ୍ୟଅତିଥି, ପ୍ରାକ୍ତନ ସମିତିସଭ୍ୟ ନିଳାମ୍ବର ପଣ୍ଡା ମୁଖ୍ୟବକ୍ତା ଭାବେ ଯୋଗ ଦେଇ ସଭ୍ୟମାନେ ନେତାଜୀଙ୍କ ଭଳି ସ୍ବାଭିମାନୀ ହେବାକୁ ପରାମର୍ଶ ଦେଇଥିଲେ। ଭାସ୍କର ଚନ୍ଦ୍ର ରାଉଳ, ଅନାଦି ପରିଡା, ଦୈତାରୀ ବହଳ ପ୍ରମୁଖ ସମ୍ମାନନୀୟ ଅତିଥି ଭାବେ ଯୋଗ ଦେଇଥିଲେ ା ସମ୍ପାଦକ ସୁରେଶ କୁମାର ଓଝା ବିବରଣୀ ପାଠ କରିଥିଲେ ା ସଭ୍ୟ ବିଜୟ ପରିଡା, ଉମାକାନ୍ତ ନାୟକ, ଶଙ୍କର୍ଷଣ ଓଝା, ପ୍ରଦୀପ ନାୟକ, ପ୍ରଦୀପ ଓଝା, ଶତ୍ରୁଘ୍ନ ବିନାତ, କାର୍ତ୍ତିକ ବିନାତ, ଗୟାଧର ନାୟକ, ଗୋପାଳ ରାଉତ, ବାବାଜୀ ବେହେରା ଉତ୍ସବ ପରିଚାଳନାରେ ସହଯୋଗ କରିଥିଲେ। ପ୍ରଦୀପ ଓଝା ଧନ୍ୟବାଦ ଅର୍ପଣ କରିଥିଲେ ା ପ୍ରଥମେ ଜଗନ୍ନାଥ ଏବଂ ନେତାଜୀ ସୁବାଷ ବୋଷଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର…

ଟୋଲ୍ ଗେଟ୍ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବାପ-ପୁଅ: ପେଟରୁ ବାହାରି ପଡ଼ିଲା ଅନ୍ତବୁଜୁଳା, ଉଭୟ…

ବୈଶିଙ୍ଗା, ୧୮।୭ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ପଦ୍ମନାଭପୁର ଟୋଲ୍ ଗେଟ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଗାଡ଼ି…

ଲଘୁଚାପ ବର୍ଷାରେ ବୁଡ଼ିଲା ବିଦ୍ୟାଳୟ, ଶ୍ରେଣୀ ଗୃହରେ ବିଷଧର ସାପ ପଶିବାରୁ ଆତଙ୍କ: ସାମ୍ନାକୁ ଆସିଲା ‘୫ଟି’ ରୂପାନ୍ତରୀକରଣର…

ଧାମନଗର, ୧୮।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟା ଓ ଜଳବନ୍ଦୀ…

ବର୍ଷାରେ ଭିଜି ରଥ ଟାଣିଲେ ଭକ୍ତ: ତିନି ଦିନ ପରେ ମାଉସୀମା ମନ୍ଦିରରେ ପହଞ୍ଚିଲେ ରାଜନଗର ଦଧିବାମନ ଜିଉ

ପାଟଣା, ୧୮।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ରାଜନଗର ସ୍ଥିତ ଶ୍ରୀ ଦଧିବାମନ ଜୀଉଙ୍କ ଘୋଷଯାତ୍ରାରେ ଘଟିଥିବା ରଥ ଅଘଟଣର ସଫଳ ସମାଧାନ…

ଭାଇ ସହ ହେଲା କଳି ଏମତି କାଣ୍ଡ କରିଦେଲେ ୧୩ ବର୍ଷର …

ଛତ୍ରପୁର, ୧୮।୭ (ଦିଲ୍ଲୀପ ସାମଲ): ଛତ୍ରପୁର ଅଞ୍ଚଳରେ ଶନିବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ମାଉଜର,ଗଞ୍ଜେଇ ସହ ୬ ଗିରଫ ପୋଲିସକୁ ଚକମା ଦେଇ ଖସିଯାଉଥିଲେ

ଭଞ୍ଜନଗର,୧୮।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଅପରାଧି ଦମନରେ ବିଗତ କିଛି ମାସ ହେବ ଲାଗିପଡ଼ିଛି। ଏହିଭଳି ଶନିବାର ପୋଲିସ ଦୁଇଟି ମାମଲାରେ ୬ ଜଣଙ୍କୁ…

ନିଟ୍-ୟୁଜି ପ୍ରବେଶିକାରେ ନିର୍ଲିପ୍ତାଙ୍କ କୃତିତ୍ୱ: ପରିଶ୍ରମର ମିଳିଲା ଫଳ

ଅମରପାଲି, ୧୮୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ଗ୍ରାମର ମେଧାବୀ ଛାତ୍ରୀ ନିର୍ଲିପ୍ତା କୁରକୁରିଆ ଚଳିତ ବର୍ଷର ନିଟ୍-ୟୁଜି (NEET-UG) ପ୍ରବେଶିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri