Posted inଖେଳ

ନେଦରଲାଣ୍ଡ୍ସ ସେମିଫାଇନାଲରେ

ଭାଲେନ୍‌ସିଜ (ଫ୍ରାନ୍ସ), ୩୦ା୬ (ଏଏଫ୍‌ପି)- ନେଦରଲାଣ୍ଡ୍ସ ମହିଳା ଫୁଟ୍‌ବଲ ବିଶ୍ୱକପ୍‌ ଇତିହାସରେ ପ୍ରଥମ ଥର ସେମିଫାଇନାଲରେ ପ୍ରବେଶ କରିଛି। ଏଠାରେ ଶନିବାର ଅନୁଷ୍ଠିତ ଏକ କ୍ୱାର୍ଟରଫାଇନାଲ ମ୍ୟାଚରେ ଦଳ ୨-୦ ଗୋଲରେ ଇଟାଲୀକୁ ପରାସ୍ତ କରିଛି। ଦଳ ପକ୍ଷରୁ ଭିଭିଆନି ମିଡେମା ଏବଂ ଷ୍ଟିଫାନି ଭାନ୍‌ଡର ଗ୍ରାଗଟ ଗୋଲ ସ୍କୋର କରିଥିଲେ। ଦଳ ବର୍ତ୍ତମାନ ଜର୍ମାନୀ କିମ୍ବା ସ୍ବିଡେନ ସହ ସେମିଫାଇନାଲ ଖେଳିବା ଲାଗି ଲିଅନ ଯାତ୍ରା କରିବ। ଶନିବାର ମ୍ୟାଚ ଫଳାଫଳ ଦ୍ୱାରା ନେଦରଲାଣ୍ଡ୍ସ ୨୦୨୦ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫ୍ରାନ୍ସରେ ଚାଲିଥିବା ଟୁର୍ନାମେଣ୍ଟରୁ ପ୍ରଦର୍ଶନ ଭିତ୍ତିରେ ୟୁରୋପର ଶ୍ରେଷ୍ଠ ୩ ଦଳ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିବେ। ସୂଚନାଯୋଗ୍ୟ, ନେଦରଲାଣ୍ଡ୍ସର ମହିଳା ବିଶ୍ୱକପ୍‌ରେ ଏହାଥିଲା ଦ୍ୱିତୀୟ ପଦାର୍ପଣ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ…

‘କଂଗ୍ରେସ ପ୍ରଥମରୁ ଉଲଗ୍ନ,’ କାହିଁକି କଂଗ୍ରେସ ନେତାଙ୍କୁ ଏମିତି ସମାଲୋଚନା କଲେ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମ୍ମିଳନୀରେ ଭାରତୀୟ ଯୁବ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନକୁ ନେଇ କଂଗ୍ରେସ ଦଳ…

ବେଆଇନ ଭାବରେ ଅନ୍‌ଲୋଡିଂ ହେଉଥିଲା ଶହଶହ ଜିଞ୍ଜର ବୋତଲ, ମାଡ଼ିବସିଲା ଅବକାରୀ ବିଭାଗ

ବାଲେଶ୍ୱର,୨୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ୟୁନିଟ୍‌ ପକ୍ଷରୁ ରବିବାର ଚଢ଼ାଉ କରାଯାଇଛି। ସୋର ଥାନା ଅନ୍ତର୍ଗତ ଦୟାନିଧିପୁର ନିକଟ ଖେଳପଡ଼ିଆରେ ବେଆଇନ ଭାବେ ଏକ…

ଦନ୍ତା ଦଳିଦେବା ପରେ ପରିବାର ଲୋକେ କଲେ ଏମିତି କାମ, ଅମର ରହିଗଲେ ଊର୍ମିଳା

ଦିଗପହଣ୍ଡି,୨୨ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଊର୍ମିଳା ରାଉତ(୫୧) ରବିବାର ସକାଳେ ଦନ୍ତା ହାତୀ…

ସୁପର-୮ରେ ଟିମ୍‌ ଇଣ୍ଡିଆକୁ ରହିବାକୁ ପଡ଼ିବ ସାବଧାନ! ଦକ୍ଷିଣ ଆଫ୍ରିକାର ଏହି ୪ ଖେଳାଳି କରିପାରନ୍ତି…

ନୂଆଦିଲ୍ଲୀ,୨୨।୨: ରବିବାର ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ୨୦୨୬ରେ ମୁହାଁମୁହିଁ ହେବେ। ସୁପର ୮ ରାଉଣ୍ଡରେ ଗ୍ରୁପ ୧ର ଏହା ପ୍ରଥମ ମ୍ୟାଚ, ଯାହା…

ବାଇକ୍‌ରେ ଯାଉଥିଲେ ଯୁବକ, ଚାପିଦେଲା ଅଜଣା ଗାଡ଼ି

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାରଡ଼ା ନିକଟରେ ରବିବାର ଅପରାହ୍ନରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ସାଇବର ଠକେଇର ପର୍ଦ୍ଦାଫାଶ, ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବୁଗୁଡ଼ା,୨୨ା୨(କାଳୀଚରଣ ଦାଶ): ସମ୍ପ୍ରତି ବିଭିନ୍ନ ମାଧ୍ୟମରେ ସଚେତନତା ସତ୍ତ୍ବେ ଲୋକେ ସାଇବର ଠକେଇର ଶିକାର ହୋଇଆସୁଥିବା ବେଳେ ଓଡ଼ିଶା ପୋଲିସର ସାଇବର କବଚ ସ୍ବତନ୍ତ୍ର ଅଭିଯାନ ପରିପ୍ରେକ୍ଷୀରେ…

ଯୁବ ଚାଷୀ ହିରୋଦ ପଟେଲଙ୍କୁ ପ୍ରଶଂସା କଲେ ମୋଦୀ, ମନ୍ କି ବାତ୍‌ରେ ଚାଷଶୈଳୀର…

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୩୧ ତମ ‘ମନ୍ କି ବାତ୍’ ଜରିଆରେ ଦେଶବାସୀଙ୍କୁ ମନର କଥା କହିଛନ୍ତି । ଏହି ସମୟରେ ସେ ଓଡ଼ିଶାର ଯୁବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri