ନେପାଳର ବିଦେଶୀ ମୁଦ୍ରା ଭଣ୍ଡାର ଖାଲି, ୧୦ ସାମଗ୍ରୀର ଆମଦାନୀ ଉପରେ କଟକଣା…

କାଠମାଣ୍ଡୁ, ୨୭।୪ : ଦେଶର ଖରାପ ଅର୍ଥବ୍ୟବସ୍ଥାକୁ ନିୟନ୍ତ୍ରଣ କରିବା ଲକ୍ଷ୍ୟରେ ନେପାଳ ସରକାର ଦୁଇ ମାସ ପାଇଁ ୧୦ ଟି ବିଭିନ୍ନ ସାମଗ୍ରୀ ଆମଦାନୀ ଉପରେ କଟକଣା ଲଗାଇଛନ୍ତି। ଇତି ମଧ୍ୟରେ ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ଖାଲି ହେବାରେ ଲାଗିଛି। ତେଣୁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି।

ଦେଶର କେନ୍ଦ୍ରୀୟ ବ୍ୟାଙ୍କର ସୁପାରିଶ ପରେ ନେପାଳ ସରକାରଙ୍କ କ୍ୟାବିନେଟ ପ୍ରଥମ ପର୍ଯ୍ୟାୟରେ ୬୦ ହଜାର ଟଙ୍କାରୁ ଅଧିକ ଦାମୀ ମୋବାଇଲ ଫୋନ, ୨୫୦ରୁ ଅଧିକ ସିସି ମୋଟରସାଇକେଲ, ବିଦେଶୀ ମଦ, ସମସ୍ତ ପ୍ରକାର ଖେଳନା, ସମସ୍ତ ପ୍ରକାର ଜିପର ଆମାଦାନୀ ଉପରେ କଟକଣା ଜାରି କରିଛନ୍ତି।

ସେହିପରି କାର୍‌, ଭ୍ୟାନ, ୩୨ ଇଞ୍ଚୀ ସମସ୍ତ ପ୍ରକାରର ଟେଲିଭିଜନ ସେଟ, କୁର୍‌କୁରେ, ଲେଜ୍‌, ପ୍ୟାକ ହୋଇଥିବା ଜଙ୍କ ଫୁଡ, ସମସ୍ତ ପ୍ରକାରର ଗୁଟଖା, ତମାଖୁ, ସିଗାରେଟ ଏବଂ ହୀରା ଆମଦାନୀ ଉପରେ ରୋକ ଲଗାଯାଇଛି। ସରକାର ଏହି ନିଷ୍ପତ୍ତି ଗେଜେଟରେ ପ୍ରକାଶ କରିଛନ୍ତି। ଏନେଇ ଦେଶର ସମସ୍ତ ବ୍ୟାଙ୍କଗୁଡ଼ିକୁ ଆବଶ୍ୟକ ନିର୍ଦ୍ଦେଶ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜକୁ ଖୋଲା ଧମକ ଦେଲା ଇରାନ, ଫେରିଯାଅ ନହେଲେ…

ନୂଆଦିଲ୍ଲୀ,୧୯।୪: ମଧ୍ୟପ୍ରାଚ୍ୟରେ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ହର୍ମୁଜ ପ୍ରଣାଳୀରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ସମ୍ପ୍ରତି, ଇରାନର ସାମରିକ ବାହିନୀ (IRGC) ଏହି ପଥ…

ସକାଳୁ ସକାଳୁ ଭାରତର ଜାହାଜ ଉପରେ ବଡ଼ ଆଟାକ୍‌, ଦେଶରେ ହାଇ ଆଲର୍ଟ!

ନୂଆଦିଲ୍ଲୀ,୧୯।୪: ଇରାନ ଦ୍ୱାରା ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବା ପାଇଁ ନବୀକରଣ କରାଯାଇଥିବା ପଦକ୍ଷେପ ମଧ୍ୟରେ, ଏକ ଭାରତୀୟ ତୈଳ ଟ୍ୟାଙ୍କର୍‌ ସଫଳତାର ସହ ଏହି ଗୁରୁତ୍ୱପୂର୍ଣ୍ଣ…

ଅସ୍ତ୍ରବିରତି ସତ୍ତ୍ୱେ ଲେବାନନ୍‌ରେ ଇସ୍ରାଏଲ୍‌ର ଆକ୍ରମଣ

ନବାତିହ,୧୮ା୪: ଲେବାନନ୍‌ ସହ ଇସ୍ରାଏଲ୍‌ର ୧୦ ଦିନିଆ ଅସ୍ତ୍ରବିରତି ଘୋଷଣା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ର ମେଫାଡାଉନ୍‌ ଗ୍ରାମ ବାହାରେ ୨ଟି ଆମ୍ବୁଲାନ୍ସ ଉପରେ…

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri