Posted inଖେଳ

ନେସନ୍ସ କପ୍‌: ଚାଇନା ଅଗ୍ରଣୀ

ଚେନ୍ନାଇ, ୭ା୫: ଫିଡେ ଚେସ୍‌ ଅନ୍‌ଲାଇନ୍‌ ନେସନ୍ସ କପ୍‌ର ପ୍ରଥମ ଦିବସ ଶେଷସୁଦ୍ଧା ଚାଇନା ଅଗ୍ରଣୀଲାଭ କରିଛି । ଚାଇନା ଏକମାତ୍ର ଦଳଭାବେ ପ୍ରଥମ ଦିବସର ୨ଟି ଯାକ ମ୍ୟାଚ ଜିତିଛି। ଟପ୍‌ ସିଡ୍‌ର ମାନ୍ୟତା ପାଇଥିବା ଚାଇନା ପ୍ରଥମ ମ୍ୟାଚରେ ଅବଶିଷ୍ଟ ବିଶ୍ୱ ଦଳ ଏବଂ ଦ୍ୱିତୀୟ ମ୍ୟାଚରେ ଟିମ୍‌ ୟୁରୋପକୁ ପରାସ୍ତ କରିଛି । ଗୋଟିଏ ବିଜୟ ଓ ଗୋଟିଏ ଡ୍ର ସହ ଆମେରିକା ଏକାକୀ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଏହି ଦଳ ରୁଷିଆକୁ ହରାଇଥିବାବେଳେ ଭାରତ ସହ ମ୍ୟାଚ ଡ୍ର ରଖିଥିଲା। ଅବଶିଷ୍ଟ ବିଶ୍ୱ ଦଳ ୨ ମ୍ୟାଚ ପଏଣ୍ଟ ପାଇଥିବାବେଳେ ଭାରତ, ରୁଷିଆ ଓ ୟୁରୋପ ଗୋାଟିଏ ଲେଖାଏ ମ୍ୟାଚ ପଏଣ୍ଟ ହାସଲ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?