ନେହା କକ୍କଡ଼ଙ୍କୁ ବିବାହ ଶଗୁନ୍‌ ଭାବେ ଓଢ଼ଣୀ ଭେଟି ଦେଲେ କୁମାର ସାନୁ !

ମୁମ୍ବାଇ: ନେହା କକ୍କଡ଼ଙ୍କ ବିବାହ ଆଦିତ୍ୟ ନାରାୟଣଙ୍କ ସହିତ ହେବାକୁ ଯାଉଛି। ଏନେଇ ବିବାହ ଶଗୁନ୍‌ ଭାବେ କୁମାର ସାନୁ ନେହାଙ୍କୁ ଓଢ଼ଣୀ ଭେଟି ଦେଇଛନ୍ତି। ଏହା ଇଣ୍ଡିଆନ୍‌ ଆଇଡଲ୍‌-୧୧ର ଶୁଟିଂ ସେଟ୍‌ରେ ସମ୍ପନ୍ନ ହୋଇଛି। ଦୁହିଁଙ୍କ ବିବାହ ଆୟୋଜନ ଜୋର୍‌ସୋର୍‌ରେ ଜାରି ରହିଛି। ସେମାନଙ୍କର ବିବାହ ଫେବୃୟାରୀ ୧୪ରେ ହେବାର ସମ୍ଭାବନା ରହିଛି। ଇଣ୍ଡିଆନେ ଆଇଡଲ୍‌ ଶୋରେ ଆଦିତ୍ୟ ବହୁଥର ନେହାଙ୍କ ପ୍ରତି ନିଜର ପ୍ରେମ ପ୍ରକାଶ କରିସାରିଛନ୍ତି। କେବେ ସେ ରୋମାଣ୍ଟିକ୍‌ ଗୀତ ଗାଇଥିବାବେଳେ ଅନ୍ୟ କେତେକ ଥର ନେହାଙ୍କୁ ସହିତ ଡ୍ୟାନ୍ସ୍‌ ମଧ୍ୟ କରିସାରିଛନ୍ତି। ଏବେ ଦୁହିଁଙ୍କ ସମ୍ପର୍କ ନେଇ ଶୋ’ରେ ଜୋର୍‌ ସୋର୍‌ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri