Posted inଜାତୀୟ

ନୌସେରା ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୮।୯: ଜମ୍ମୁ-କଶ୍ମୀରର ସୁନ୍ଦରବନି ଓ ନୌସେରା ସେକ୍ଟରରେ ରବିବାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସକାଳ ୧୦ଟାରେ ପାକିସ୍ତାନ ଗୁଳିଗୋଳା ବର୍ଷଣ କରିବା ସହ ମୋର୍ଟାର ମାଡ ମଧ୍ୟ କରିଛି। ଏଥିରେ କେହି ମୃତାହତ ହେବାର ସୂଚନା ଏପର୍ଯ୍ୟନ୍ତ ହସ୍ତଗତ ହୋଇ ନାହିଁ। ଏହାର କଡା ଜବାବ ଦେଇଛନ୍ତି ଭାରତୀୟ ସେନା। ତେବେ ଦିନକ ପୂର୍ବରୁ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଥିଲା। ଅନେକ ସମୟରେ ପାକିସ୍ତାନ ପ୍ରଥମେ ଅସ୍ତ୍ରବିରତି ଉଲ୍ଲଂଘନ କରି ତା’ର ପୂର୍ବ ପ୍ରକୃତିର ପରିଚୟ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

ଦରକାର ଥିଲା ପୁଅ, ସ୍ତ୍ରୀ ପେଟରେ ଝିଅ ଥିବା ଜାଣି ଏମିତି କାଣ୍ଡ ଘଟାଇଲେ ସ୍ବାମୀ

ହାଇଦ୍ରାବାଦ,୪।୪: ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri