Posted inଖେଳ

ନ୍ୟୁଜିଲାଣ୍ଡ ଆଗରେ ୧୬୬ ରନ୍‌ର ବିଜୟ ଲକ୍ଷ୍ୟ

ଓ୍ବେଲିଂଟନ,୩୧।୧- ଏଠାରେ ଚାଲିଥିବା ଚତୁର୍ଥ ଟି୨୦ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ଘରୋଇ ନ୍ୟୁଜିଲାଣ୍ଡ ଆଗରେ ୧୬୬ ରନ୍‌ର ବିଜୟ ଲକ୍ଷ୍ୟ ଛିଡ଼ା କରିଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ୨୦ ଓଭରରେ ୮ ଉଇକେଟ ହରାଇ ୧୬୫ ରନ୍‌ କରିବାକୁ ସକ୍ଷମ ହୋଇଛି। ବ୍ୟାଟିଂ ଆରମ୍ଭରୁ ଦଳ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। କିନ୍ତୁ ମନୀଷ ପାଣ୍ଡେଙ୍କ ଅପରାଜିତ ୫୦ ରନ୍‌ର ଇନିଂସ ଯୋଗୁ ଭାରତ ସମ୍ମାନଜନକ ସ୍କୋର ଛିଡ଼ା କରିପାରିଛି। ଲୋକେଶ ରାହୁଲ ୩୯ ଓ ଶାର୍ଦ୍ଦୁଳ ଠାକୁର ୨୦ ରନ୍‌ କରିଥିଲେ। ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଆଖିଦୃଶିଆ ପ୍ରଦର୍ଶନ କରିପାରି ନ ଥିଲେ। ଘରୋଇ ବୋଲରଙ୍କ ମଧ୍ୟରୁ ଇଶ ସୋଧି ୩ ଉଇକେଟ ନେଇଥିବାବେଳେ ହାମିଶ ବେନେଟ ୨ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ସୋମବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri