Posted inଖେଳ

ନ୍ୟୁଜିଲାଣ୍ଡକୁ ପ୍ରାରମ୍ଭିକ ଝଟକା

ମାଞ୍ଚେଷ୍ଟର୍‌, ୯।୭: ଓଲ୍ଡ ଟ୍ରାଫର୍ଡରେ ଖେଳାଯାଉଥିବା ଆଇସିସି ବିଶ୍ୱକପର ପ୍ରଥମ ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ ପ୍ରାରମ୍ଭିକ ଝଟକା ଲାଗିଛି। ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ନ୍ୟୁଜିଲାଣ୍ଡ ଦଳର ଓପନର ମାର୍ଟିନ ଗୁପ୍ଟିଲ ମାତ୍ର ୧ରନ୍‌ କରି ବୁମରାଙ୍କ ବଲରେ ଆଉଟ୍‌ ହୋଇଛନ୍ତି। ନ୍ୟୁଜିଲାଣ୍ଡ ପାଳିର ପ୍ରଥମ ଦୁଇ ଓଭରରେ କୌଣସି ରନ୍‌ ହୋଇ ନ ଥିଲା। ୫ ଓଭର ଶେଷରେ ନ୍ୟୁଜିଲାଣ୍ଡ ୧ ଉଇକେଟ ହରାଇ ୭ ରନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri