ନ୍ୟୁଜିଲାଣ୍ଡରେ ଆତଙ୍କବାଦୀ ଆକ୍ରମଣ: ୬ ଜଣଙ୍କୁ ଛୁରାମାଡ ପରେ ୬୦ ସେକେଣ୍ଡରେ ପୋଲିସ ଗୁଳିରେ ନିହତ ଆକ୍ରମଣକାରୀ

ୱେଲିଂଟନ,୩ ।୯: ନ୍ୟୁଜିଲାଣ୍ଡର ଓକଲ୍ୟାଣ୍ଡ ସୁପରମାର୍କେଟରେ ଜଣେ ଆତଙ୍କବାଦୀ ଏକକାଳୀନ ୬ଜଣଙ୍କୁ ଛୁରାମାଡ କରିଥିଲେ । ତତ୍‌କ୍ଷଣାତ୍ ପୋଲିସ ଉକ୍ତ ଆତଙ୍କବାଦୀଙ୍କ ଉପରକୁ ଗୁଳି ଚଳାଇବାରୁ ମାତ ୬୦ ସେକେଣ୍ଡ ମଧ୍ୟରେ ସେ ନିହତ ହୋଇଥିବା କୁହାଯାଉଛି । ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଅର୍ଡର୍ନ ଏହାକୁ ଆତଙ୍କବାଦୀ ଆକ୍ରମଣ ବୋଲି କହିଛନ୍ତି । ସେ କହିଛନ୍ତି ଆକ୍ରମଣ କରିଥିବା ବ୍ୟକ୍ତି ଆତଙ୍କବାଦୀ ସଙ୍ଗଠନ ଆଇଏସ୍ ଦ୍ୱାରା ପ୍ରେରଣା ପାଇଛି । ପୋଲିସର ସୂଚନା ଅନୁଯାୟୀ, ଓକଲ୍ୟାଣ୍ଡର ସୁପର ମାର୍କେଟରେ ଦିନ ପ୍ରାୟ ୨ଟା ୪୦ରେ ଏହି ଘଟଣା ଘଟିଛି । ପୋଲିସ ଉକ୍ତ ବ୍ୟକ୍ତିଙ୍କ ଉପରେ ଲଗାତାର ନଜର ରଖିଥିବାରୁ ଘଟଣା ଘଟିବାର ମାତ୍ର ୬୦ ସେକେଣ୍ଡ ମଧ୍ୟରେ ପୋଲିସ ଗୁଳିରେ ଆକ୍ରମଣକାରୀ ଟଳି ପଡିଛନ୍ତି ବୋଲି ପୋଲିସ କହିଛି । ପ୍ରଧାନମନ୍ତ୍ରୀ କହିଛନ୍ତି ଉକ୍ତ ବ୍ୟକ୍ତି ଜଣଙ୍କ ଶ୍ରୀଲଙ୍କା ବାସିନ୍ଦା ହୋଇଥିବା ବେଳେ ତାଙ୍କର ଆଇଏସ୍ ସହ ସମ୍ପର୍କ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri