ନୟାଗଡ଼ ଜିଲାରେ ୪ କରୋନା ପଜିଟିଭ୍‌: ୩ ସାହି କଣ୍ଟେନମେଣ୍ଟ, ୩ ସାହି ବଫର ଜୋନ୍‌ ଘୋଷଣା

ନୟାଗଡ଼ ଅଫିସ,୧୦।୬: ନୟାଗଡ଼ ଜିଲାରେ ବୁଧବାର ୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ମଧ୍ୟଖଣ୍ଡ କ୍ବାରାଣ୍ଟାଇନ ସେଣ୍ଟରରୁ ୨, ଦଶପଲ୍ଲା କ୍ବାରାଣ୍ଟାଇନ ସେଣ୍ଟରରୁ ୧ ଓ ନୟାଗଡ଼ ବ୍ଲକ ଲେଙ୍କୁଡ଼ିପଡ଼ା କ୍ବାରାଣ୍ଟାଇନ ସେଣ୍ଟରରୁ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୪ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ ସଂଖ୍ୟା ୯୬ରେ ପହଞ୍ଚିଛି।
ତେବେ ଏ ନେଇ ଦଶପଲ୍ଲା ବ୍ଲକ ମଧ୍ୟଖଣ୍ଡର ମହାନ୍ତିସାହି, ଶାସନସାହି ଓ ପାଟନାସାହି କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ଅନୁରୂପ ଭାବେ ବଡ଼ସାହି, ଡିମିରିସାହି ଓ କଇମ ସାହିକୁ ବଫର ଜୋନ ଭାବେ ଘୋଷଣା କରାଯାଇଛି । ମଧ୍ୟଖଣ୍ଡ କ୍ବାରାଣ୍ଟାଇନ ସେଣ୍ଟରରୁ ୨ ଜଣ ପ୍ରବାସୀ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଦଶପଲ୍ଲା ତହସିଲଦାରଙ୍କ ରିପୋର୍ଟ ଉପରେ ଜିଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଓ ବଫର ଜୋନ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ୧୦ ବର୍ଷ ପରେ ଇଂଲଣ୍ଡକୁ ହରାଇଲା ୱେଷ୍ଟଇଣ୍ଡିଜ୍, ରଦରଫୋର୍ଡଙ୍କ ବିସ୍ଫୋରକ ବ୍ୟାଟିଂ

ନୂଆଦିଲ୍ଲୀ,୧୧।୨: ୱେଷ୍ଟଇଣ୍ଡିଜ୍ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ହାଇ-ଭୋଲଟେଜ୍ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ୩୦ ରନ୍‌ରେ ଚମତ୍କାର ବିଜୟ ହାସଲ କରିଛି। ୨୦୧୬ ଟି-୨୦ ବିଶ୍ୱକପ୍ ଫାଇନାଲ୍ ପରେ…

FIH Hockey Pro League: ରାଉରକେଲାରେ ଭାରତକୁ ୩-୧ରେ ହରାଇଲା ବେଲଜିୟମ

ରାଉରକେଲା,୧୧।୨: ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ଏଫ୍‌ଆଇଏଚ୍ ପୁରୁଷ ପ୍ରୋ ଲିଗ୍ ୨୦୨୫-୨୬ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଭାରତୀୟ ଦଳ ବେଲଜିୟମ ନିକଟରୁ ପରାଜିତ ହୋଇଛି।…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….

ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ତେବେ ଜାଣନ୍ତୁ ସୁପର…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri