ନୟାଗଡ଼ ଜିଲାରେ ୪ ନୂଆ ଆକ୍ରାନ୍ତ: ଗୋଷ୍ଠୀ ସଂକ୍ରମଣ ଆଶଙ୍କାରେ କୋମଣ୍ଡ ପଞ୍ଚାୟତ ଶଟ୍‌ଡାଉନ୍‌

ନୟାଗଡ଼ ଅଫିସ,୧୨।୬: ନୟାଗଡ଼ ଜିଲାରେ ଶୁକ୍ରବାର ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪କୁ ବୃଦ୍ଧି ଘଟିଛି। ତେବେ୪ ଆକ୍ରାନ୍ତଙ୍କ ମଧ୍ୟରୁ ଓଡ଼ଗାଁ ବ୍ଲକରୁ ୨ ଓ ରଣପୁର ବ୍ଲକରୁ ୨ ଜଣ ଅଛନ୍ତି। କୋମଣ୍ଡ ସଙ୍ଗରୋଧ କେନ୍ଦ୍ରରୁ ଯିବାର କିଛିଦିନ ପରେ କୋମଣ୍ଡ ମଶାଣି ସାହିର ଦୁଇଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା କରି କୋମଣ୍ଡ ପଞ୍ଚାୟତର ସରପଞ୍ଚ ସୁଶାନ୍ତ କୁମାର ଦଳେଇ ଜିଲାପାଳ କ୍ଷମତା ପ୍ରୟୋଗ କରି ପଞ୍ଚାୟତକୁ ଶୁକ୍ରବାର ପୂର୍ବାହ୍ନ ୧୧ ଟାରୁ ୭୨ ଘଣ୍ଟିଆ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ସେହିପରି ରଣପୁର ବ୍ଲକ ଜାମୁସାହି ସଙ୍ଗରୋଧ କେନ୍ଦ୍ରରୁ ଅନୁରୂପ ଭାବେ ଗୌରଙ୍ଗପୁର ବଡ଼ମୂଳ ଅଞ୍ଚଳର ଦୁଇ ପ୍ରବାସୀ ଘରକୁ ଯିବା ପରେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ସୁରଟ ଫେରନ୍ତା। ସମସ୍ତ ଆକ୍ରାନ୍ତଙ୍କୁ ଗୁରୁବାର ଭୁବନେଶ୍ୱର କୋଭିଡ ହସ୍ପିଟାକକୁ ପଠାଯାଇଥିବା ସିଡିଏମ୍‌ଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri