Posted inଜାତୀୟ

ପଞ୍ଚଭୂତରେ ବିଲୀନ ହେଲେ ସୁଷମା, ଝିଅ ଦେଲେ ମୁଖାଗ୍ନିି

ନୂଆଦିଲ୍ଲୀ,୭।୮: ବଧୂ ବେଶରେ ସଜେଇ ହୋଇ ପଞ୍ଚଭୂତରେ ଲୀନ ହୋଇଛନ୍ତି ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ରାଜକୀୟ ଢଙ୍ଗରେ ତାଙ୍କୁ ବିଦାୟ ଦିଆଯାଇଛି। ଝିଅ ବାଂଶୁରୀ ତାଙ୍କୁ ମୁଖାଗ୍ନି ଦେଇଥିଲେ। ତାଙ୍କ ଅବର୍ତ୍ତମାନରେ ଭାରତୀୟ ରାଜନୀତିର ଏକ ଯୁଗର ଅବସାନ ଘଟିଛି। ମଥାରେ ବଡ ବିନ୍ଦି, ଲାଲ ଓଢଣୀରେ ସଜେଇ ହୋଇ ଇହଜଗତରୁ ବିଦାୟ ନେଇଛନ୍ତି ସୁଷମା। ତାଙ୍କ ଅନ୍ତିମ ଯାତ୍ରାରେ ସାମିଲ ହୋଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ ଶାହ, ଲାଲକୃଷ୍ଣ ଆଡଭାନୀଙ୍କଠାରୁ ଆରମ୍ଭ କରି ଭାଜପାର ସବୁ ବରିଷ୍ଠ ନେତା ଏବଂ ମନ୍ତ୍ରୀ।

ସୂଚନାଯୋଗ୍ୟ,ମଙ୍ଗଳବାର ରାତିରେ ସୁଷମା ସ୍ବରାଜଙ୍କ ୬୭ବର୍ଷରେ ଦିଲ୍ଲୀ ଏମ୍ସଠାରେ ପରଲୋକ ଘଟିଥିଲା। ସୁଷମାଙ୍କ ମରଶରୀର ପ୍ରଥମେ ତାଙ୍କ ଦିଲ୍ଲୀସ୍ଥିତ ବାସଭବନକୁ ନିଆଯାଇଥିଲା। ଏଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସମେତ ଦେଶର ବିଭିନ୍ନ ନେତା ସୁଷମାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପରେ ତାଙ୍କ ମରଶରୀର ଭାଜପା କାର୍ଯ୍ୟାଳୟକୁ ଅଣାଯାଇଥିଲା। ସେଠାରୁ ତାଙ୍କ ଅନ୍ତିମଯାତ୍ରା ବାହାରି ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri