ପଞ୍ଚାୟତ ଅଫିସରୁ ପିଡିଏସ୍‌ ଚାଉଳ ଚୋରି କରିନେଲେ ଦୁର୍ବୃତ୍ତ

ବରଗଡ଼ ଅଫିସ, ୨୪।୨: ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଦୁଲମପୁର ପଞ୍ଚାୟତ ଅଫିସ ଗୋଦାମ ଗୃହରୁ ରବିବାର ବିଳମ୍ବିତ ରାତିରେ ହିତାଧିକାରୀଙ୍କୁ ବଣ୍ଟନ ପାଇଁ ରଖାଯାଇଥିବା ୫୯ ପ୍ୟାକେଟ୍‌ ପିଡିଏସ୍‌ ଚାଉଳକୁ ଦୁର୍ବୃତ୍ତମାନେ ଚୋରି କରି ନେଇଛନ୍ତି। ଏ ନେଇ ସ୍ଥାନୀୟ ପଞ୍ଚାୟତ ନିର୍ବାହୀ ଅଧିକାରୀ ଜୟଶ୍ରୀ ବିଶ୍ବାଳ ଥାନାରେ ଅଭିଯୋଗ କରିବା ସହିତ ବିଭାଗୀୟ ଅଧିକାରୀମାନଙ୍କୁ ଜଣାଇଛନ୍ତି। ଖବର ପାଇ ଅତାବିରା ବିଡିଓ ପ୍ରଣବ କୁମାର ଚାନ୍ଦ, ଯୋଗାଣ ନିରୀକ୍ଷକ ବିଶ୍ବରଞ୍ଜନ ସାହୁ, ଗୋଡ଼ଭଗା ଫାଣ୍ଡି ଅଧିକାରୀ ଏ.କେ ନାୟକ ପ୍ରମୁଖ ଘଟଣାସ୍ଥଳକୁ ପହଞ୍ଚି ତନାଘନା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

ବାଇକ-ବଳଦ ମୁହାଁମୁହିଁ ଧକ୍କା: ଯୁବକ ଗୁରୁତର, ଘଟଣାସ୍ଥଳରେ ବଳଦର ମୃତ୍ୟ

ଥୁଆମୂଳ ରାମପୁର, ୨୭।୮ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ରାସ୍ତାର କୃଷି କାର୍ଯ୍ୟାଳୟ ନିକଟସ୍ଥ ସ୍କିଲ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର ନିକଟରେ ବୁଧବାର ସା ପ୍ରାୟ ୬ଟା…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

ପୋଖରୀରେ ବୁଡି ବୃଦ୍ଧା ମୃତ

ଦେବଗଡ, ୨୭।୮ (ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ଠିଆନାଳ ବିଡିଘାଟ ଗ୍ରାମରେ ଗୁରୁବାର ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତ…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri