ପଞ୍ଚାୟତସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ

ନୂଆପଡା ଅଫିସ,୭ା୮-ସ୍ଥାନୀୟ ଡୁମେରପାଣି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସରପଞ୍ଚ ହେମିନ ବିନାୟକ ସଭାପତିତ୍ୱ କରିଥିବାବେଳେ ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ଧନୀରାମ ସାହୁ, ବ୍ଲକ ଉପାଧ୍ୟକ୍ଷ ଚିନିଲାଲ ସାହୁ, ତେଜବାଈ ଜଗତ, ନିର୍ବାହୀ ଅଧିକାରୀ ମେରେଲାଲ ତାଣ୍ଡି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । କାର୍ଯ୍ୟକ୍ରମକୁ ସିଆରସିସି ଅମୀୟ ପାଢୀ ପରିଚାଳନା କରିଥିଲେ । ଏଥିରେ ପଞ୍ଚାୟତର ସମସ୍ତ ବିଦ୍ୟାଳୟଗୁଡିକର ସମସ୍ୟା ଉପରେ ବିଷଦ ଭାବେ ଆଲୋଚନା କରାଯାଇଥିଲା । ଅନ୍ୟପକ୍ଷେ ସରପଞ୍ଚ ସମସ୍ତ ବିଦ୍ୟାଳୟଗୁଡିକରେ ଶୌଚାଳୟ, ପାଚେରି ନିର୍ମାଣ ସହ ପାନୀୟ ଜଳର ବ୍ୟବସ୍ଥା କରିବାକୁ ଯୋଜନା ପ୍ରସ୍ତୁତ କରି କାର୍ଯ୍ୟାନ୍ବୟନ କରାଯିବ ବୋଲି କହିଥିଲେ । ଆଗାମୀ ଦିନରେ ବିଦ୍ୟାଳୟରଗୁଡିକର ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ଉପରେ ପଞ୍ଚାୟତ ଦୃଷ୍ଟି ରଖିବ ବୋଲି ପ୍ରତିନିଧିମାନେ କହିଥିଲେ। ସମ୍ମିଳନୀରେ ସମସ୍ତ ଅଭିଭାବକମାନେ ମଧ୍ୟ ଯୋଗଦେଇଥିଲେ। ନିର୍ବାହୀ ଅଧିକାରୀ ତାଣ୍ଡି ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭେଷଜ ମେଡ଼ିକାଲ କଲେଜ ପ୍ରତିଷ୍ଠା ଦାବି, ୧୨ ଘଣ୍ଟିଆ ନୟାଗଡ଼ ବନ୍ଦ

ନୟାଗଡ଼, ୨୪।୨(ଲୋକନାଥ ମିଶ୍ର): ଭେଷଜ ମେଡିକାଲ କଲେଜ ପାଇଁ ନୟାଗଡ଼ ଜିଲା ସଦର ମହକୁମା ମଙ୍ଗଳବାର ସକାଳ ୬ରୁ ବନ୍ଦ ହୋଇଛି । ନୟାଗଡ଼ ସହରର ବ୍ୟବସାୟୀମାନେ…

ଶେଷରେ ଧରାପଡ଼ିଲେ ପ୍ରେମିକ-ନବବଧୂ: ଏହି ସ୍ଥାନରେ ଥିଲେ, ପୋଲିସ ଉଭୟଙ୍କୁ…

ସୋନପୁର,୨୪।୨: ବନ୍ଧୁକ ଦେଖାଇ କାର୍‌ରୁ ନବବଧୂଙ୍କୁ ଅପହରଣ ଘଟଣାରେ ସୁବର୍ଣ୍ଣପୁର ଜିଲା ତରଭା ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତ ତଥା ବୌଦ୍ଧ ଜିଲା କଣ୍ଟାମାଳ ଥାନା ବଡଛେପାପାଲି…

ବାହାର ଠିକାଦାରଙ୍କୁ ପଦ୍ମପୁର ନିର୍ବାଚନମଣ୍ଡଳୀ ମନା

ପଦ୍ମପୁର,୨୪ା୨(ପ୍ରଦୀପ୍ତ ଦାଶ):ପଦ୍ମପୁର ସ୍ଥିତ ଡାକବଙ୍ଗଳାଠାରେ ବୋଡ଼ାସମ୍ବର ଠିକାଦାର ସଂଘର ବରିଷ୍ଠ ତଥା କାର୍ଯ୍ୟକାରୀ କମିଟିର ସଦସ୍ୟମାନଙ୍କୁ ନେଇ ଏକ ବୈଠକ ସଂଘର ଉପସଭାପତି ଦିନେଶ ପାଣିଗ୍ରାହୀଙ୍କ ସଭାପତିତ୍ୱରେ…

ଝାରସୁଗୁଡ଼ା ସାରସମାଲ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରୁ ଚୋରି, କବାଟ ତାଡ଼ି ଲୁଟିନେଲେ ଲକ୍ଷାଧିକ….

ଝାରସୁଗୁଡା,୨୪।୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡ଼ା ସହର ଉପକଣ୍ଠ ସାରସମାଲ ସ୍ଥିତ ଅର୍ବାନ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ କବାଟ ତାଡ଼ି ବ୍ୟାପକ ଚୋରି…

କୋର୍ଟରେ ସାକ୍ଷୀ ଦେବା ହେଲା କାଳ, ଗାଁ ଦାଣ୍ଡରେ ପିଟିପିଟି ହତ୍ୟା

ଉଦଳା,୨୪।୨(ସନ୍ତୋଷ କୁମାର ବାଛିନୀ): ଝଗଡାରୁ ଯୁବକଙ୍କୁ ଗଡିଗାଁରେ ଗୋଡେଇ ଗୋଡେଇ ବାଡେଇ ମାରିଲେ ଅଭିଯୁକ୍ତଙ୍କ ସମ୍ପର୍କୀୟ । ପୂର୍ବ ଘଟଣାରେ ଥିଲେ ପ୍ରତ୍ୟକ୍ଷଦର୍ଶୀ। ଆଉ ଘଟଣାରେ ସାକ୍ଷୀ…

ଅଲୋଡ଼ା ଶିଶୁକନ୍ୟା, ପୁଡାପାଲି ବ୍ରିଜ୍ ତଳୁ ନବଜାତକର ମୃତଦେହ ଉଦ୍ଧାର

ବଲାଙ୍ଗୀର,୨୪।୨(ସୁନିଲ କୁମାର ମହାନ୍ତି): ମଙ୍ଗଳବାର ସକାଳେ ବଲାଙ୍ଗୀର-ପୁଡାପାଲି ନିବୃତ୍ତି ଯୋର ବ୍ରିଜ୍ ତଳୁ ଏକ ମୃତ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି । ନବଜାତକକୁ କେହି…

ମରୀଚିକା ପାଲଟିଛି କଳାହାଣ୍ଡିରେ ଟେକ୍ସଟାଇଲ ପାର୍କ: ବନ୍ଦ ପଡିଛି କେସିଙ୍ଗା ଜିନିଂ ମିଲ

ଭବାନୀପାଟଣା, ୨୪ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଟେକ୍ସଟାଇଲ ପାର୍କ ଏବେ ମରୀଚିକା ପାଲଟିଛି। ସମଗ୍ର ଓଡିଶାରେ କଳାହାଣ୍ଡି ଜିଲା କପା ଉତ୍ପାଦନରେ ପ୍ରଥମ ସ୍ଥାନରେ ରହିଥିବାବେଳେ…

୨ ଦିନରେ ୨ କିଡ୍‌ନୀ ଆକ୍ରାନ୍ତଙ୍କ ମୃତ୍ୟୁ: ମୃତକଙ୍କୁ ମିଳୁନି ସରକାରୀ ସହାୟତା

ଅମରପାଲି, ୨୪ା୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ଦୁଇଦିନ ମଧ୍ୟରେ ୨ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri