ପଟିଆ ଛକରୁ ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

କଟକ ରୋଡ଼, ୩।୮(ଡି.ଏନ୍‌.ଏ.): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଶନିବାର ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ଅଧୀନ ପଟିଆ ଛକରୁ ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅଧୀନ ଇଞ୍ଜଣା ଗ୍ରାମର ସାମନ୍ତ ଦାସ।
ସୂଚନା ଅନୁଯାୟୀ, ସାମନ୍ତ ନିୟମିତ ଭାବେ ପଟିଆ ଛକରେ ବ୍ରାଉନ୍‌ସୁଗାର ବିକ୍ରି କରୁଥିବା ନେଇ ଅବକାରୀ ବିଭାଗ ନିକଟରେ ସୂଚନା ରହିଥିଲା। ଯେହେତୁ ପଟିଆ ଅଞ୍ଚଳରେ ଏକାଧିକ କଲେଜ ସାଙ୍ଗକୁ ହଷ୍ଟେଲ, ମେସ୍‌ ଇତ୍ୟାଦି ରହିଛି ସେ ନେଇ ସାମନ୍ତଙ୍କ ନିକଟରେ କଲେଜ ଛାତ୍ରଙ୍କ ଭିଡ଼ ଜମୁଥିଲା। ଏଭଳି ତଥ୍ୟକୁ ଆଧାରକରି ପୂର୍ବାହ୍ନ ପ୍ରାୟ ୧୦ଟାରେ ଗୁଇନ୍ଦା ବିଭାଗର ଏକ ଟିମ୍‌ ଚଢ଼ାଉକରି ପଟିଆ ଛକରୁ ଅଭିଯୁକ୍ତଙ୍କୁ ଗିରଫ କରିଛି। ତାଙ୍କ ନିକଟରୁ ୨୨ ଗ୍ରାମ୍‌ ବ୍ରାଉନ୍‌ସୁଗାର ସହ ଏକ ବାଇକ୍‌ ଜବତ କରାଯାଇଛି। ତେବେ ସାଗରଙ୍କୁ କିଏ ବ୍ରାଉନ୍‌ସୁଗାର ବ୍ୟବସାୟ ପାଇଁ ଯୋଗାଇ ଦେଉଥିଲେ ସେ ନେଇ ତଦନ୍ତ ଜାରିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

କେସିଙ୍ଗା ବ୍ଲକରେ ୧୧ ପରୀକ୍ଷା କେନ୍ଦ୍ର: ମାଟ୍ରିକ ପରୀକ୍ଷା ଦେଉଛନ୍ତି ୧୮୦୭ ଜଣ ପରୀକ୍ଷାର୍ଥୀ

କେସିଙ୍ଗା,୧୯।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୮୦୭ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାଦେବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri