ପଠାନ ପୂର୍ବରୁ ରିଲିଜ୍ ହେବ ‘ତୁ ଝୁଠି ମେ ମକ୍କାର’ର ଟ୍ରେଲର

ମୁମ୍ବାଇ: ଅଭିନେତା ରଣବୀର କପୁର ଓ ଅଭିନେତ୍ରୀ ଶ୍ରଦ୍ଧା କପୁର ଆଗାମୀ ଫିଲ୍ମ ‘ତୁ ଝୁଠି ମେ ମକ୍କାର’ରେ ପ୍ରଥମଥର ଲାଗି ସ୍କ୍ରିନ ସ୍ପେସ ଶେୟାର କରିବାକୁ ପ୍ରସ୍ତୁତ ହେଲେଣି । ନିର୍ମାତା ଘୋଷଣା କରିଛନ୍ତି କି ଫିଲ୍ମର ଟ୍ରେଲର ୨୩ ଜାନୁୟାରୀରେ ରିଲିଜ୍ ହେବ । ‘ତୁ ଝୁଠି ମେ ମକ୍କାର’ ର ନିର୍ଦ୍ଦେଶନା ଦେଇଛନ୍ତି ଲଭ ରଞ୍ଜନ ।

ପ୍ୟାର କା ପଞ୍ଚନାମା ଫ୍ରାଞ୍ଚାଇଜ ପାଇଁ ପରିଚିତ ହୋଇଥିଲେ ଲଭ ରଞ୍ଜନ । ଟ୍ରେଲରର ଘାଷଣା ଏକ ଅଦ୍ଭୁତ କ୍ୟାପଶନ ସହ ହୋଇଛି ଯେଉଁଥିରେ ଲେଖାଯାଇଛିି ଲସବିର ମେ ବସ୍ତୁଏଁ ଇତନି କରିବ ନେହିଁ ଜିତନି ଦିଖତି ହୈ । ଏହି ଟ୍ରେଲର ୨୩ ଜାନୁୟାରୀ ଦିନ ୧ଟାରେ ରିଲିଜ୍ ହେବ ।
ଫିଲ୍ମର ଟିଜରକୁ ଦର୍ଶକଙ୍କ ପଜିଟିଭ ରେସପନ୍ସ ମିଳିଛି । ଫିଲ୍ମରେ ଶ୍ରଦ୍ଧା କପୁର ଓ ରଣବୀର କୁପର ପରସ୍ପର ପ୍ରତି ଅତ୍ୟଧିକ ଭଲପାଇବା ଥିବା ଦେଖିବାକୁ ମିଳିବ । ଏହାକୁ ଦେଖି ଦର୍ଶକେ ଆଶ୍ଚର୍ଯ୍ୟ ହେଉଛନ୍ତି କି ସତରେ ଏହା ଅସଲି ନା ନକଲି । ରଣବୀରଙ୍କୁ ଶେଷ ଥର ପାଇଁ ଆର୍ଯ୍ୟନ ମୁଖାର୍ଜୀଙ୍କ ମୁଭି ବ୍ରହ୍ମାସ୍ତ୍ରରେ ଦେଖିବାକୁ ମିଳିଥିଲା । ଲମ୍ବା ସମୟ ବ୍ୟବଧାନରେ ଅଭିନେତା ରୋମାଣ୍ଟିକ କମେଡି ଜୋନରରେ ଫେରୁଛନ୍ତି । ‘ତୁ ଝୁଠି ମେ ମକ୍କାର’ ୮ ମାର୍ଚ୍ଚ ୨୦୨୩ରେ ରିଲଜ୍ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri