Posted inଖେଳ

ପଡିଆ ଭିତରେ କଡ଼ା ଟକ୍କର, ବାହାରେ ବନ୍ଧୁତା

ମାଉଣ୍ଟ ମାଉଁଗାନୁଇ,୩।୨: ଅନ୍ତିମ ଟି୨୦ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡକୁ ୭ ରନରେ ପରାସ୍ତ କରି ଭାରତ ପାଞ୍ଚମ୍ୟାଚ ବିଶିଷ୍ଟ ଟି୨୦ ସିରିଜକୁ ୫-୦ରେ ମୂଳପୋଛ କରିଛି। ଶେଷ ମ୍ୟାଚରେ ଅଧିନାୟକ ବିରାଟ କୋହଲି ବିଶ୍ରାମ ନେଇଥିଲେ। ତାଙ୍କ ସ୍ଥାନରେ ଦଳର ନେତୃତ୍ୱ ନେଇଥିଲେ ରୋହିତ ଶର୍ମା। ପ୍ରତିଦ୍ୱନ୍ଦୀ ଅଧିନାୟକ କେନ ୱିଲିୟମସନଙ୍କ ମଧ୍ୟ ଆହତ କାରଣରୁ ମ୍ୟାଚରୁ ବାଦ୍‌ ପଡିଥିଲେ। ଯଦିଓ ଉଭୟ ଏହି ମ୍ୟାଚ୍‌ ଖେଳୁ ନ ଥିଲେ କିନ୍ତୁ ପଡିଆ ବାହାରେ ବସି ସାଥୀ ଖେଳାଳିଙ୍କୁ ଉତ୍ସାହିତ କରିବା ଦେଖାଯାଇଥିଲା। ଦୁଇ ଖେଳାଳି ଏକାଠି ବସି ବାଉଣ୍ଡ୍ରୀ ନିକଟରେ ମ୍ୟାଚ ଦେଖିଲେ। ସେମାନଙ୍କ ସହ ଉଇକେଟକିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତ ମଧ୍ୟ ବସିଥିଲେ। କ୍ରିକେଟ ମଇଦାନରେ ଅନେକ ସମୟରେ ଦୁଇ ଦଳର ଖେଳାଳିମାନେ ପରସ୍ପରକୁ ପ୍ରତିଦ୍ୱନ୍ଦ୍ୱୀ ଭାବେ ଦେଖନ୍ତି। କିନ୍ତୁ ବିରାଟ ଏବଂ ଓ୍ବିଲିମସନଙ୍କ କ୍ଷେତ୍ରରେ ତାହା ଘଟିନାହିଁ। ଉଭୟ ବେଶ୍‌ ବନ୍ଧୁତ୍ୱପୂର୍ଣ୍ଣ ଭାବେ ଗପସପ କରୁତତ୍ବାର ଦେଖାଯାଇଥିଲା। ଏହି ଫଟୋ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ବିସିସିଆଇ ତା’ର ଅଫିସିଆଲ ଟୁଇଟର୍‌ ହ୍ୟାଣ୍ଡଲରେ ଏହି ଫଟୋକୁ ଶେଆର୍‌ କରିଛି ଏବଂ ଏଥିରେ କ୍ୟାପସନ ଦେଇ ଲେଖିଛି ଯେ ‘ସ୍ପିରିଟ ଅଫ କ୍ରିକେଟ’।


Enter your email to get our daily news in your inbox.

All Right Reserved By Dharitri.Com

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri