Posted inଜାତୀୟ

ପଡିଗଲେ ମୋଦି: ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟାଶନାଲ ଗଙ୍ଗା କାଉନସିଲ ବୈଠକରେ ଯୋଗ ଦେବାକୁ ଶନିବାର କାନପୁରରେ ପହଞ୍ଚିଥିଲେ। ସେଠାରେ ସେ ‘ନମାମି ଗଙ୍ଗା’ ପ୍ରୋଜେକ୍ଟର ସମୀକ୍ଷା କରିଥିଲେ। ଏହାପରେ ସେ ଗଙ୍ଗା ବ୍ୟାରେଜର ଅଟଳ ଘାଟ ପାହାଚରେ ପଡିଯାଇଥିବାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ତେବେ ମୋଦି ପଡିଯିବା ସମୟରେ ତାଙ୍କ ନିକଟରେ ଥିବା ସୁରକ୍ଷାକର୍ମୀ ତୁରନ୍ତ ତାଙ୍କୁ ଧରି ନେଇଥିଲେ। ଏହାପରେ ସେଠାରେ ସମସ୍ତଙ୍କ ନଜର ମୋଦିଙ୍କ ଉପରକୁ ଚାଲିଯାଇଥିଲା। ତେବେ ଏଥିରେ ମୋଦିଙ୍କର କିଛି କ୍ଷତି ହୋଇ ନ ଥିବା କୁହାଯାଏ। ମୋଦି ପଡିଯିବାର କାରଣ କୁହାଯାଉଛି ଉଚ୍ଚା ସିଡି। କେବଳ ମୋଦି ନୁହେଁ ପୂର୍ବରୁ ଏହି ପାହାଚରେ ଅନ୍ୟ କେତେଜଣ ପଡିଯାଇଥିବା ସୂଚନା ମିଳିଛି। ଏ ସମ୍ପର୍କରେ କିନ୍ତୁ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାକର୍ମୀଙ୍କୁ ସୂଚନା ଦିଆଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri