ପତ୍ନୀଙ୍କ ପୁରୁଣା ଫଟୋ ଶେୟାର କଲେ ଅମିତାଭ

ମୁମ୍ବାଇ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ଅନେକ ସମୟରେ ସେ ତାଙ୍କ ଟୁଇଟର ଓ ଇନଷ୍ଟାଗ୍ରାମରେ ଯାହା ଶେୟାର କରନ୍ତି ତାହା ଆସିଯାଇଥାଏ ଚର୍ଚ୍ଚାକୁ। ନିକଟରେ ସେ ଇନଷ୍ଟାଗ୍ରାମରେ ତାଙ୍କ ପତ୍ନୀ ଜୟାଙ୍କର ଏକ ପୁରୁଣା ଫଟୋ ଶେୟାର କରିଥିବା ଦେଖାଯାଇଛି। ଏହା ବେଙ୍ଗଲି ଫିଲ୍ମ ଡକ୍ଟର ବାବୁ ସମୟର। ଏହି ଫଟୋଟି ଶେୟର କରିବା ସହ ଅମିତାଭ ଲେଖିଛନ୍ତି, ଏହି ଫିଲ୍ମ ସମ୍ପୂର୍ଣ୍ଣ ନ ହେବାରୁ ଏହା ରିଲିଜ୍‌ ହୋଇପାରି ନ ଥିଲା। ଏହାସହ ଅମିତାଭ ଆହୁରି ମଧ୍ୟ ଉଲ୍ଲେଖ କରିଛନ୍ତି କି ଜୟା ଏହି ଫିଲ୍ମରେ ସ୍ବାମୀ ବିବେକାନନ୍ଦଙ୍କ ଭୂମିକାରେ ଅଭିନୟ କରିଥିଲେ। ଉକ୍ତ କଳାଧଳା ଫଟୋରେ ସ୍ବାମୀ ବିବେକାନନ୍ଦଙ୍କ ବେଶ ଜୟାଙ୍କୁ ଖୁବ୍‌ ମାନୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri