ପଥିକଙ୍କୁ ଦହି ସରବତ ବଣ୍ଟନ

ବୋଲଗଡ଼,୫ା୬(ଡି.ଏନ.ଏ.)-ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବୋଲଗଡ଼ ବ୍ଲକ ଗେଡିଆପଲ୍ଲୀଠାରେ ସ୍ଥାନୀୟ ଯୁବକମାନେ ମଙ୍ଗଳବାର ପଥିକଙ୍କୁ ଥଣ୍ଡା ଦହି ସରବତ ବଣ୍ଟନ କରିଛନ୍ତିି। ବାଘମାରୀ-କଣ୍ଟିିଲୋ ରାସ୍ତାରେ ଯାତାୟାତ କରୁଥିବା ପଥିକମାନଙ୍କୁ ଗେଡ଼ିଆପଲ୍ଲୀଠାରେ ଘୋଳଦହି ଏବଂ ଥଣ୍ଡା ପାନୀୟ ପିଇବାକୁ ଦିଆଯାଇଛି। ଏହି କାର୍ଯ୍ୟକ୍ରମରେ ସାମାଜିକ କର୍ମୀ ସଞ୍ଜୟ କୁମାର ବଳିୟାରସିଂହ, ପ୍ରସନ୍ନ ବେହେରା, ରାଜିବଲୋଚନ ସାହୁ, ସଞ୍ଜୀବ ସେଠୀ ଓ ଦିଲୀପ ଦାଶ ପ୍ରମୁଖ ସହଯୋଗ କରିଥିଲେ। ଉକ୍ତ ଜନହିତକାରୀ କାର୍ଯ୍ୟକ୍ରମକୁ ବିଭିନ୍ନ ମହଲରେ ବେଶ୍‌ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ପ୍ରସ୍ତାବ ଖାରଜ କଲେ ସରକାର

ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍‌…

ଅଧରାତିରେ ବାଣପୁର ଥାନାରେ ଉନ୍ମତ୍ତକାଣ୍ଡ: ପୋଲିସ ହାଏ ହାଏ ସ୍ଲୋଗାନ ଦେଲେ ଯୁବକ

ବାଣପୁର,୨୧।୫(ଦିଲ୍ଲୀପ କୁମାର ସ୍ବାଇଁ): ବୁଧବାର ଅଧରାତିରେ ବାଣପୁର ଥାନାରେ ଏକ ଅଭାବନୀୟ ଘଟଣା ଘଟିଛି। ଯେଉଁଠି ପୋଲିସ ପାଖକୁ ଯିବାକୁ ସାଧାରଣ ଲୋକେ ଡରନ୍ତି କିନ୍ତୁ ବିଳମ୍ବିତ…

ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ମୃତ୍ୟୁ ଅଭିଯୋଗ: ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରବଳ ଉତ୍ତେଜନା

ବାଣପୁର, ୨୦।୫(ଦିଲ୍ଲୀପ କୁମାର ସ୍ବାଇଁ): ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଗର୍ଭବତୀ ମହିଳାଙ୍କ ଚିକିତ୍ସା ସମୟରେ ମୃତ୍ୟୁକୁ ନେଇ ମେଡିକାଲ ପରିସରରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ପୋଖରୀରୁ ମିଳିଲା ହାତୀ ଛୁଆର ମୃତଦେହ , ଘଟଣାସ୍ଥଳରେ ବନବିଭାଗ

ନିରାକାରପୁର ୨୦।୫(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ହଜ ପଞ୍ଚାୟତ ଜଙ୍କିଆ ଥାନା ଅନ୍ତର୍ଗତ ନିଧିପୁର ଗ୍ରାମ ପୋଖରୀରୁ ବୁଧବାର ସକାଳୁ ଏକ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

କାର୍‌କୁ ଧକ୍କାଦେଲା ଚିପ୍ସ ବୋଝେଇ ହାଇଓ୍ବା, ୨ ଜଣଙ୍କ ଜୀବନ ଗଲା

ବାରଙ୍ଗ,୧୫ା୫(ଲିଙ୍ଗରାଜ ରାଉତ): ଭୁବନେଶ୍ୱର ଚନ୍ଦକା ରାସ୍ତା ଭୋଳାଛକଠାରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର୍‌କୁ ଚିପ୍ସ ବୋଝେଇ ହାଇୱା ଧକା ଦେବାରୁ ଘଟଣାସ୍ଥଳରେ…

ବାଲିଅନ୍ତା ମର୍ଡର କେସ୍‌: ଗିରଫ ହେଲେ ମୁଖ୍ୟ ଅଭିଯୁକ୍ତ

ବାଲିଅନ୍ତା,୧୪ା୫: ବାଲିଅନ୍ତା ମର୍ଡର ଘଟଣାରେ ମୁଖ୍ୟ ଅଭିଯୁକ୍ତ ଚିନୁ ଓରଫ ରଞ୍ଜିତ ପାତ୍ର ଗିରଫ ହୋଇଛନ୍ତି। କଟକସଦର ଥାନା ଗଙ୍ଗେଶ୍ବରପଡ଼ାର ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଛନ୍ତି। ହାତଗୋଡ଼…

ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ ସ୍ନାତକ ପରୀକ୍ଷା ଫଳ ପ୍ରକାଶ: ମୋନାଲିସା ଟପ୍ପର

ଖୋର୍ଦ୍ଧା,୧୩ା୫(ପ୍ରଭାତ ପାଣିଗ୍ରାହୀ): ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ଅଷ୍ଟାଦଶ ତମ ଶେଷବର୍ଷ ସ୍ନାତକ ପାଠ୍ୟକ୍ରମର କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏହି ପରୀକ୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri