Posted inରାଜ୍ୟ

ପରକ୍ରୀୟା ପ୍ରୀତି ନେଲା ଜୀବନ

ଅନୁଗୋଳ ଅଫିସ,୨୫।୫: ଅନୁଗୋଳ ସହର ଉପକଣ୍ଠରେ ପରକ୍ରିୟା ପ୍ରୀତି ଯୋଗୁଁ ୨ଜଣ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଚଣ୍ଡି ବଜାର ନିକଟରେ ଥିବା ଏକ ଜଙ୍ଗଲିଆ ସ୍ଥାନରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁଇ ଜଣ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ମୃତ ୨ଜଣ ହେଲେ କୁମଣ୍ଡର ଚଣ୍ଡିଛକର ରଞ୍ଜନ ସାହୁ ଓ ବାଳୁଆକଟାର ସୁଜାତା ସାହୁ ବୋଲି ଜଣାପଡ଼ିଛି। ଉଭୟ ସମ୍ପର୍କରେ ଶଳା ଭାଉଜ ଓ ଭେଣେଇ। ସୂଚନାଯୋଗ୍ୟ, ଉଭୟ ୩-୪ ଦିନ ହେଲା ଘରୁ ଫେରାର ହୋଇଯାଇଥିଲେ। ତେବେ ଶନିବାର ସକାଳେ ଉକ୍ତ ଜଙ୍ଗଲରୁ ସେମାନଙ୍କ ମୃତଦେହ ମିଳିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri