ପରଦାକୁ ଆସିବ ‘ବାଲା’, ଜାଣନ୍ତୁ କେମିତି ହୋଇଥିଲା ଫିଲ୍ମର ନାମକରଣ

ଅଭିନେତା ଆୟୁଷ୍ମାନ ଖୁରାନାଙ୍କ ଅପକମିଂ ଫିଲ୍ମ ‘ବାଲା’ ନଭେମ୍ବର ୭ରେ ପରଦା ଉପରକୁ ଆସିବାକୁ ଯାଉଛି। ଫିଲ୍ମ ରିଲିଜ୍‌ ହେବା ପୂର୍ବରୁ ଏହାର ଟାଇଟେଲକୁ ନେଇ ଜୋରଦାର ଚର୍ଚ୍ଚା ହେଉଛି। ତେବେ ଟାଇଟେଲ ପଛର ରହସ୍ୟକୁ ଉନ୍ମୋଚନ କରିଛନ୍ତି ଆୟୁସ୍ମାନ। ସେ ନିଜେ ହିଁ ଫିଲ୍ମର ଟାଇଟେଲ ପାଇଁ ପ୍ରସ୍ତାବ ଦେଇଥିବା କହିଛନ୍ତି। ଫିଲ୍ମର କାହାଣୀକୁ ନେଇ ଏକ ମଜାଦାର ଟାଇଟେଲ ଆବଶ୍ୟକ ଥିଲା। ବହୁ ଆଲୋଚନା ପରେ ଶେଷରେ ‘ବାଲା’ ହିଁ ରଖାଯାଇଥିଲା ବୋଲି ସେ କହିଛନ୍ତି। ଫିଲ୍ମର ଟିଜରରୁ ଜଣାପଡୁଛି ଆୟୁଷ୍ମାନ ଚନ୍ଦାପଣ ସମସ୍ୟା ଭୋଗୁଛନ୍ତି। ଏଥିରେ ଆହୁରି ବି ଦେଖିବାକୁ ମିଳିଛି ଯେ ଆୟୁଷ୍ମାନ ଏକ ଟୋପି ପିନ୍ଧି ତାଙ୍କ ଚନ୍ଦା ମୁଣ୍ଡକୁ ଲୁଚାଉଛନ୍ତି। ୫୭ ସେକେଣ୍ଡର ଏହି ଟିଜର୍‌ ଦର୍ଶକଙ୍କୁ ବେଶ ପସନ୍ଦ ଆସୁଛି। ଏଥିରୁ ଲାଗୁଛି ସବୁ ଫିଲ୍ମ ପରି ଏହି ଫିଲ୍ମରେ ବି ଆୟୁଷ୍ମାନ କିଛି କମାଲ କରିବାକୁ ଯାଉଛନ୍ତି। ଏହି ଫିଲ୍ମରେ ତାଙ୍କ ବିପକ୍ଷରେ ଭୂମି ପେଦେନକର ଅଭିନୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅଭିଜିତ ଦିପ୍‌କେ, ସିଧା କହିଦେଲେ ଏମିତି…ଜାତୀୟ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଅଭିଜିତ୍ ଦୀପକେଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ପ୍ରଧାନଙ୍କ ଇସ୍ତଫା ଉପରେ ଅଭିଜିତ୍ ଦୀପକେ କହିଛନ୍ତି ଯେ, “ଦୁନିଆ…

ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୫।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ରାତ୍ରୀଭୋଜନରେ ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ସମସ୍ତେ ଆଶ୍ଚର୍ଯ୍ୟ, କହିଲେ ତୃତୀୟ ଥର ରାଷ୍ଟ୍ରପତି…

ଓ୍ବାଶିଂଟନ,୨୫।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଆସୋସିଏସନ୍ ରାତ୍ରୀଭୋଜନରେ ସମ୍ଭାବ୍ୟ ତୃତୀୟ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ବିଷୟରେ ମନ୍ତବ୍ୟ ଦେଇଥିଲେ । ଯାହାକି ସମସ୍ତଙ୍କୁ…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

CJP ର ବଡ଼ ଘୋଷଣା, ଜୁଲାଇ ୨୬ରେ ପୁଣି ଦେଶରେ ହେବ ବଡ଼ ଆନ୍ଦୋଳନ, ଦିଲ୍ଲୀରେ ଚହଳ!

ନୂଆଦିଲ୍ଲୀ,୨୫।୭: କକରୋଚ୍ ଜନତା ପାର୍ଟି (CJP) ରବିବାର, ୨୬ ଜୁଲାଇ ୨୦୨୬ରେ ସାରା ଦେଶରେ କ୍ୟାଣ୍ଡେଲ ମାର୍ଚ୍ଚ ବାହାର କରିବା ପାଇଁ ଆହ୍ୱାନ ଦେଇଛି। ପାର୍ଟିର ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri