ପରପାରିରେ ଶତାୟୁ ପଣ୍ଡିତ

ଖଇରା, ୨୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ମହତୀପୁର ପଞ୍ଚାୟତ ଅଧୀନ ଫଗୁଣା ଗ୍ରାମର ଦିନବନ୍ଧୁ ଶତପଥୀ (୧୧୦)ଙ୍କ ମଙ୍ଗଳବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ସେ ଜଣେ ଏକେଶ୍ୱରବାଦୀ ତଥା ଜଗନ୍ନାଥଙ୍କର ପରମଭକ୍ତ ଥିଲେ। ଜଣେ ବିଦ୍ୱାନ ପଣ୍ଡିତ ଭାବେ ମଧ୍ୟ ଘରେ ଘରେ ପରିଚିତ ଥିଲେ ା ଜଗନ୍ନାଥ ସଂସ୍କୃତି ପ୍ରଚାରରେ ସେ ଅଧିକାଂଶ ସମୟ ବିତାଇଥିଲେ। ଗ୍ରାମର ବିଭିନ୍ନ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠାରେ ତାଙ୍କର ପ୍ରମୁଖ ସହଯୋଗ ଥିବା ବେଳେ ସାଂସ୍କୃତିକ କାର୍ଯ୍ୟକ୍ରମରେ ତାଙ୍କର ଅବଦାନ ରହୁଥିଲା। ବୟସାଧିକ ସତ୍ତ୍ୱେ ସେ ନିତ୍ୟକର୍ମ ପାଇଁ କାହାରି ଉପରେ ନିର୍ଭର କରି ନ ଥିଲେ। ମୃତ୍ୟୁଶଯ୍ୟା ନିକଟରେ ତାଙ୍କର ପୁଅ, ଝିଅ, ନାତୁଣୀନାତି ଉପସ୍ଥିତ ଥିଲେ ା ତାଙ୍କର ମରଶରୀର ଗ୍ରାମରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri