Posted inଜାତୀୟ

ପରମ୍ପରା ବଜାୟ ରଖିଲା ଭାଜପା: ଛାଡିଲା ବାଚସ୍ପତି ପଦ

ମୁମ୍ବାଇ,୧।୧୨: ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ଭାବେ କଂଗ୍ରେସ ନେତା ନାନା ପାଟୋଲେଙ୍କୁ ମିଳିଛି ଏହି ଆସନ। ପୂର୍ବରୁ ଏଥିପାଇଁ ଭାରତୀୟ ଜନତା ପାର୍ଟି(ଭାଜପା)ର କିଶାନ କାଠୋରେ ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ରବିବାର ସକାଳେ ସେ ଏହାକୁ ପ୍ରତ୍ୟାହାର କରି ନେଇଥିଲେ। ଆଉ ନାନା ନିର୍ବିରୋଧରେ ବାଚସ୍ପତି ନିର୍ବାଚିତ ହୋଇଥିଲେ। ଏହାକୁ ନେଇ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ କହିଛନ୍ତି ପରମ୍ପରା ଦୃଷ୍ଟିରୁ ଆମେ ଏହି ପଦ ଛାଡିଛୁ। କାରଣ ସର୍ବଦଳୀୟ ବୈଠକରେ ଅନ୍ୟଦଳଙ୍କ ଅନୁରୋଧ କ୍ରମେ ଆମେ ବାଚସ୍ପତି ପଦ ଛାଡିଦେଇଥିଲୁ। ଏହାବ୍ୟତୀତ ପରମ୍ପରା ଅନୁଯାୟୀ ବାଚସ୍ପତି ପାଇଁ କେବେ ୨ ଜଣ ପ୍ରାର୍ଥୀ ଆସି ନ ଥାଆନ୍ତି। ସର୍ବଦା ଜଣେ ପ୍ରାର୍ଥୀ ହିଁି ନିର୍ବିରୋଧରେ ବାଚସ୍ପତି ଭାବେ ନିର୍ବାଚିତ ହୋଇଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଟ୍ରେନ୍‌ରେ ନିଆଁ ଲାଗିଯିବା ଗୁଜବ ପରେ ଚଳନ୍ତା ଗାଡ଼ିରୁ ଡେଇଁଲେ ଯାତ୍ରୀ! ଏହି ସମୟରେ ପିଟିଦେଲା ଅନ୍ୟ ଏକ ଟ୍ରେନ, ୪ମୃତ

ଭୋପାଳ,୧୪।୬: ମଧ୍ୟପ୍ରଦେଶର ମୋରେନାରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଉଦୟପୁର ଇଣ୍ଟରସିଟି ଏକ୍ସପ୍ରେସରେ ନିଆଁ ଲାଗିବାର ଗୁଜବ ଶୁଣି ଯାତ୍ରୀମାନେ ଟ୍ରେନରୁ ଡେଇଁ ପଡ଼ିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri