Posted inଜାତୀୟ

ପରଲୋକରେ ଛତିଶଗଡର ପ୍ରଥମ ମୁଖ୍ୟମନ୍ତ୍ରୀ ଅଜିତ୍‌ ଯୋଗୀ

ରାୟପୁର,୨୯।୫: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ଶୁକ୍ରବାର ପରଲୋକ ଘଟିଛି। ସେ ୨୦ ଦିନ ହେବ ହୃଦଘାତରେ ପୀଡିତ ହୋଇ ରାୟପୁର ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ପୁଅ ଅମିତ ଯୋଗୀ ପିତାଙ୍କ ମୃତ୍ୟୁ ଖବର ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଅଜିତ ଯୋଗୀ ଛତିଶଗଡର ପ୍ରଥମ ମୁଖ୍ୟମନ୍ତ୍ରୀ ଥିଲେ। ୨୦୦୦ ନଭେମ୍ବରୁ ୨୦୦୩ ପର୍ଯ୍ୟନ୍ତ ଛତିଶଗଡର ମୁଖ୍ୟମନ୍ତ୍ରୀ ଥିଲେ। ୨୦୧୬ ରେ ସେ କଂଗ୍ରେସରୁ ଇସ୍ତଫା ଦେଇ ଜନତା କଂଗ୍ରେସ ଛତିଶଗଡ ନାମକ ଏକ ଦଳ ଗଠନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri