ପରଲୋକରେ ଫ୍ରାନ୍ସର ପୂର୍ବତନ ରାଷ୍ଟ୍ରପତି ଜାକ୍‌ ଶିରାକ୍‌

ପ୍ୟାରିସ୍‌,୨୭।୯(ଆଇଏଏନ୍‌ଏସ୍‌): ଫ୍ରାନ୍ସର ପୂର୍ବତନ ରାଷ୍ଟ୍ରପତି ଜାକ୍‌ ଶିରାକ୍‌ଙ୍କ ଗୁରୁବାର ପରଲୋକ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ୨୦୦୭ରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ଶିରାକ୍‌ଙ୍କ ଫୁସ୍‌ଫୁସ୍‌ ସଂକ୍ରମଣ ହେବା ପରେ ଦୀର୍ଘଦିନ ହେଲା ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ନିଜ ଆମତ୍ୀୟସ୍ବଜନଙ୍କ ଗହଣରେ ଶାନ୍ତିରେ ଶେଷନିଃଶ୍ୱାସ ତ୍ୟାଗ କରିଥିବା ତାଙ୍କ ଜାମାତା ଫ୍ରେଡେରିକ୍‌ ସଲାଟବାରୋଉକ୍ସ ସୂଚନା ଦେଇଛନ୍ତି। ଶିରାକ୍‌ ୧୯୭୪-୧୯୭୬ ଓ ୧୯୮୬-୧୯୮୮ ଦୁଇଥର ପ୍ରଧାନମନ୍ତ୍ରୀ ହୋଇଥିଲେ। ସେ ୧୯୯୫ରୁ ଦୁଇଥର ଫ୍ରାନ୍ସର ରାଷ୍ଟ୍ରପତି ହୋଇ ୨୦୦୭ରେ ପଦ ଛାଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri