ପରଲୋକରେ ବିପ୍ଳବୀ କବି ରବି ସିଂ

କଟକ ଅଫିସ,୨।୨: ବିପ୍ଳବୀ କବି ରବି ସିଂଙ୍କ ପରଲୋକ ଘଟିଛି। କଟକସ୍ଥିତ ଖପୁରିଆ ବାସଭବନରେ ରବିବାର ଭୋର ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ଜଣାପଡ଼ିଛି।

କବି ସିଂ ‘ପଥପ୍ରାନ୍ତର କବିତା’, ‘ଅପ୍ରୀତିକର କବିତା’, ‘ପଦାତିକ’, ‘ବିଷବାଣୀ’, ‘କ୍ଷତ’, ‘ଲାଲ ପାଗୋଡ଼ାର ପ୍ରେତ’, ‘ଭଙ୍ଗା ହାତର କବିତା’, ‘ସର୍ବହରା’ ଭଳି ଏକାଧିକ ପୁସ୍ତକ ରଚନା କରିଛନ୍ତି। ଓଡ଼ିଶା ସାହିତ୍ୟକୁ ଉଲ୍ଲେଖନୀୟ ଅବଦାନ ପାଇଁ ୧୯୬୧ରେ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ଏହାଛଡ଼ା ୨୦୧୭ରେ ତାଙ୍କୁ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନରେ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri