ପରଲୋକରେ ବିଶିଷ୍ଟ ସାହିତି୍ୟକ ରତ୍ନାକର ଚଇନି, ଶୋକବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

କଟକ ଅଫିସ,୧୮।୪: ବିଶିଷ୍ଟ ସାହିତି୍ୟକ ତଥା ନାଟ୍ୟକାର ରତ୍ନାକର ଚଇନିଙ୍କ ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। କଟକସ୍ଥିତ ବାସଭବନରେ ଅପରାହ୍ନରେ ତାଙ୍କର ବିୟୋଗ ହୋଇଛି। ଏହି ଖବର ପାଇ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରିଥିଲେ। ଜଣେ ନାଟ୍ୟକାର, ଗାଳ୍ପିକ, ଔପନ୍ୟାସିକ ଓ ସମାଲୋଚକ ଭାବେ ସେ ବେଶ୍‌ ସୁଖ୍ୟାତି ଅର୍ଜନ କରିଥିଲେ। ଉତ୍କୃଷ୍ଟ ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ୍‌ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ। ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ। ନିଜ ପ୍ରତିଭା ପାଇଁ ୨୦୧୬ରେ ସାହିତ୍ୟ ଭାରତୀ ସହ ବହୁ ସମ୍ମାନରେ ସମ୍ମାନିତ ହୋଇଛନ୍ତି। ୧୦୦ରୁ ଅଧିକ ପୁସ୍ତକର ରଚୟିତା ଚଇନିଙ୍କ ପରଲୋକରେ ସାହିତ୍ୟ ଜଗତରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିବା ସହ ପରିବାରକୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ବର୍ଷା ବିପତ୍ତି: ରାତ୍ରି ଭୋଜନ କରୁଥିବା ବେଳେ ଘର ଉପରେ ଭାଙ୍ଗିପଡ଼ିଲା ବିରାଟ ପଣସ ଗଛ, ଭୟଙ୍କର ଦୁର୍ଘଟଣାରେ…

ଥୁଆମୂଳ ରାମପୁର, ୧୭।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍‌ ଗୋପୀନାଥପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତଳ ଚୋବରୀ ଗ୍ରାମରେ ଏକ ବଡ଼ ବିପତ୍ତି…

କେରଳରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମରଶରୀର ପହଞ୍ଚିବା ପରେ କାନ୍ଦବୋବାଳିରେ ଫାଟି ପଡ଼ିଲା ଗାଁ ଦାଣ୍ଡ

ଗୁଡାରି, ୧୭।୭(ପ୍ରମୋଦ କୁମାର ପତି ): ଦାଦନ ଖଟିବାକୁ କେରଳ ଯାଇଥିବା ଗୁଡାରି ବ୍ଲକର ଜଣେ ଓଡ଼ିଆ ଯୁବକଙ୍କର ସେଠାରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି…

ପୁରୀ ଶ୍ରୀକ୍ଷେତ୍ରରୁ ଭଟଲି ଆସିବ ତିନି ରଥର ଚକ; ସ୍ୱାଗତ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସୁକତା

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର ଭାବେ ପରିଚିତ ଶ୍ରୀଶ୍ରୀ ଦଧିବାମନ ଧାମ, ଭଟଲି ପାଇଁ ଏକ ଗୌରବମୟ ତଥା ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ପୁରୀ…

ନିଟ୍-୨୦୨୬ରେ ଚମକିଲେ କୋରାପୁଟର ପୂଜ୍ୟମ ରାଜ, ସର୍ବଭାରତୀୟ ସ୍ତରରେ ରଖିଲେ…

କୋରାପୁଟ, ୧୭।୭ (ଅମିତାଭ ବେହେରା): ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (NEET-2026) ରେ କୋରାପୁଟ ଜିଲା ପାଇଁ ଗୌରବ ଆଣିଛନ୍ତି ସ୍ଥାନୀୟ ଫ୍ୟୁଜନ୍ ୱର୍ଲ୍ଡ ସ୍କୁଲର…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri