ପରଲୋକରେ ରାଜକପୁରଙ୍କ ସୁପୁତ୍ରୀ ଋତୁ ନନ୍ଦା

ମୁମ୍ବାଇ,୧୪।୧: ରାଜକପୁରଙ୍କ ସୁପୁତ୍ରୀ ଋତୁ ନନ୍ଦାଙ୍କର ମଙ୍ଗଳବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ସେ କର୍କଟ ରୋଗରେ ପୀଡ଼ିତ ଥିଲେ। ଭାଇ ଋଷି କପୁର, ରଣଧୀର କପୁର ଏବଂ ରାଜୀବ କପୁର ଖବର ପାଇ ତାଙ୍କ ଘରେ ପହଞ୍ଚିଛନ୍ତି। ୧୯୪୮ ଅକ୍ଟୋବର ୩୦ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ୨୦୧୩ରେ ତାଙ୍କଠାରେ କର୍କଟ ରୋଗ ଚିହ୍ନଟ ହୋଇଥିଲା। ଏହାପରେ ଚିକିତ୍ସା ଜାରି ରହିଥିଲା। ଋତୁଙ୍କ ମୃତ୍ୟୁ ସମ୍ପର୍କରେ ଋଷି କପୁରଙ୍କ ଝିଅ ରିଦ୍ଧିମା କପୁର ଇନଷ୍ଟାଗ୍ରାମ୍‌ରେ ଫଟୋ ଶେୟାର କରହିଛନ୍ତି। ସୂଚନାଯୋଗ୍ୟ, ୧୯୬୯ରେ ସେ ରାଜନ ନନ୍ଦାଙ୍କୁ ବିବାହ କରିଥିଲେ। ୨୦୧୮ରେ ରାଜନଙ୍କ ମୃତ୍ୟୁ ଘଟିଥିଲା। ତାଙ୍କ ପୁଅ ନିଖିଲ ନନ୍ଦା ଅମିତାଭ ବଚ୍ଚନଙ୍କ ଝିଅ ଶ୍ୱେତା ବଚ୍ଚନଙ୍କୁ ବିବାହ କରିଛନ୍ତି। ଋତୁ ଗୋଟିଏ ଦିନରେ ୧୭ ହଜାର ପେନସନ୍‌ ପଲିସି ବିକ୍ରି କରି ଗିନିଜ୍‌ ବୁକ୍‌ରେ ଏକ ବିରଳ ରେକର୍ଡ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri