ପରଲୋକରେ ଲୋକପ୍ରିୟ ତେଲୁଗୁ ହାସ୍ୟ କଳାକାର ବେଣୁ ମାଧବ, ଶୋକରେ ବୁଡ଼ିଲା ଟଲିଉଡ୍‌

ମୁମ୍ବାଇ: ପରଲୋକରେ ତେଲୁଗୁ ସିନେମାଜଗତର ଲୋକପ୍ରିୟ ହାସ୍ୟ କଳାକାର ବେଣୁ ମାଧବ। ଦୀର୍ଘଦିନରୁ ଯକୃତ ଏବଂ ବୃକକ୍‌ ସମ୍ପନ୍ଧୀୟ ରୋଗରେ ପୀଡ଼ିତ ଥିବା ବେଣୁଙ୍କର ସ୍ବାସ୍ଥ୍ୟବସ୍ଥା ମଙ୍ଗଳବାର ଅଧିକ ଖରାପ ହୋଇଯାଇଥିଲା। ଏଣୁ ତାଙ୍କୁ ତୁରନ୍ତ ହାଇଦ୍ରାବାଦ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ବୁଧବାର ଅପରାହ୍ନ ୧୨.୨୦ରେ ତାଙ୍କର ମୃତ୍ୟୁ ଘଟିଛି। ମାତ୍ର ୩୯ ବର୍ଷ ବୟସରେ ତାଙ୍କର ଏଭଳି ନିଧନ ଖବର ପ୍ରଚାର ହେବା ପରେ ଟଲିଉଡ୍‌ ପ୍ରେମୀଙ୍କ ମହଲରେ ଶୋକର ଛାୟା ଖେଳିଯାଇଛି।

ଆନ୍ଧ୍ରପ୍ରଦେଶର ପୂର୍ବ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ସମେତ ତାଙ୍କର ପ୍ରଶଂସକ ଏବଂ ଟଲିଉଡ କଳାକାରମାନେ ଟୁଇଟରରେ ନିଜ ଶୋକବ୍ୟକ୍ତ କରୁଛନ୍ତି।

ଫିଲ୍ମ ’ସମ୍ପ୍ରଦାୟମ୍‌’ରୁ ସେ ତେଲୁଗୁ ଇଣ୍ଡଷ୍ଟ୍ରିରେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। ଏହା ପରଠାରୁ ସେ ତାମିଲ ଏବଂ ତେଲୁଗୁ ଭାଷାର ପ୍ରାୟ ୨ଶହ ଫିଲ୍ମରେ କାମ କରିଛନ୍ତି। ଶେଷଥର ପାଇଁ ସେ ୨୦୧୬ରେ ଫିଲ୍ମ ‘ଡକ୍ଟର ପରମାନନ୍ଦାଇ ଷ୍ଟୁଡେଣ୍ଟସ୍‌’ରେ କାମ କରିଥିଲେ। ମାତ୍ର ଏହା ଏଯାବତ ରିଲିଜ ହୋଇପାରିନାହିଁ। ସେବେଠାରୁ ତାଙ୍କୁ ରାଜନୀତିରେ ରୂଚି ରଖୁଥିବା ଦେଖାଯାଇଥିଲା। ସେ ତେଲୁଗୁ ଦେଶମ୍‌ ପାର୍ଟି ପାଇଁ ନିର୍ବାଚନ ପ୍ରଚାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri