ପରସ୍ପରଠୁ ଦୂରତ୍ୱ ରଖି ଶିବିରରେ ବସିଲେ

ସମ୍ବଲପୁର, ୭।୫ (ବ୍ୟୁରୋ)- ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଶିଶୁ ଶ୍ରମିକ ଆଇନ ଆଧାରିତ କରୋନା ସଚେତନତା ଶିବିର ଗୁରୁବାର ଏଡିଆର କେନ୍ଦ୍ର କୋଠା ପରିସରରେ ସାମାଜିକ ଦୂରତ୍ୱ ପାଳନ ସହ ଅନୁଷ୍ଠିତ ହୋଇଯାଇଛି । ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲା ଦୌରାଜଜ୍‌ ସନ୍ତୋଷ କୁମାର ଜେନାଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ହୋଇଥିଲେ । ଶିଶୁ ଶ୍ରମିକ ଆଇନ, କୋଭିଡ-୧୯ ଭୂତାଣୁ ଜନିତ ରୋଗରୁ କିପରି ମୁକ୍ତ ହେବେ, ସାମାଜିକ ଦୂରତ୍ୱକୁ ନେଇ ପାୱାର ପଏଣ୍ଟ ମାଧ୍ୟମରେ ସଚେତନ କରାଯାଇଥିଲା । ଏଥିରେ ସସସ୍ତ ବିଚାର ବିଭାଗୀୟ ଅଧିକାରୀ, ଆଇନଜୀବୀ, ପାରାଲିଗାଲ ସାମାଜିକ କର୍ମୀ ଯୋଗ ଦେଇଥିଲେ । ପ୍ରାଧିକରଣ ସଚିବ ଲିଲି ସେନାପତି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ, ୩୧।୭(ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଫ୍ରାନ୍ସିସ୍…

ଭାରତ ଆସୁଛନ୍ତି ଜିନ୍‌ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ

ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ…

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

‘ଯୁଦ୍ଧରେ ମୃତ ଭାରତୀୟଙ୍କ ପରିବାରକୁ କେନ୍ଦ୍ର ସାହାଯ୍ୟ କରିବା ଉଚିତ’: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୭: ସୁପ୍ରିମକୋର୍ଟ ରୁଷିଆ-ୟୁକ୍ରେନ ଯୁଦ୍ଧରେ ଶୁକ୍ରବାର ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା କରିବା ପାଇଁ ଜଣେ ନୋଡାଲ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ…

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

ଭାରତ ସହ ମିଶି ବାଂଲାଦେଶ-ରୁଷିଆ ନେଲା ବଡ଼ ନିଷ୍ପତ୍ତି, ଆମେରିକା ହୋଇଗଲା କାବା!

ନୂଆଦିଲ୍ଲୀ,୩୧।୭: ରୁଷ୍‌ର ପୁଟିନ୍ ସରକାର ବାଂଲାଦେଶକୁ ଭାରତୀୟ ଟଙ୍କା (INR)ରେ ବ୍ୟାପାରିକ ନେଣଦେଣ ଏବଂ ଋଣ ପରିଶୋଧ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବ ଅଧୀନରେ ବାଂଲାଦେଶରେ…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri