Posted inଜାତୀୟ

ପରାଜୟ ପରେ କାନ୍ଦିଲେ ପଙ୍କଜା

ମୁମ୍ବାଇ,୨୫-୧୦:ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ଥିବା ଭାଜପା ପ୍ରାର୍ଥୀ ପଙ୍କଜା ମୁଣ୍ଡେ ବିଧାନସଭା ନିର୍ବାଚନରେ ହାରିଯିବା ପରେ କାନ୍ଦି ପକାଇଥିଲେ। ପାର୍ଲି ଆସନରୁ ନିର୍ବାଚନ ଲଢ଼ୁଥିବା ପଙ୍କଜାଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହ ନିର୍ବାଚନ ପ୍ରଚାର କରିଥିଲେ। ତେବେ ଜନାଦେଶକୁ ସମ୍ମାନ ଦେଉଥିବା ସେ କହିବା ସହ ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ପାଇଁ କାମ କରିଚାଲିବେ ବୋଲି ଖବରଦାତାମାନଙ୍କୁ କହିଛନ୍ତି। ନିର୍ବାଚନରେ ହାରିଯିବେ ବୋଲି ସେ କେବେ କଳ୍ପନା କରି ନ ଥିଲେ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଗୋପୀନାଥ ମୁଣ୍ଡେଙ୍କ ଝିଅ ପଙ୍କଜା ମହାରାଷ୍ଟ୍ର ସରକାରରେ ଗ୍ରାମାଞ୍ଚଳ ବିକାଶ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଥିଲେ। ତାଙ୍କ ପରିବାର ସହ ସମ୍ପର୍କ ଛିନ୍ନ କରିଥିବା ସମ୍ପର୍କୀୟ ଭାଇ ତଥା ଏନ୍‌ସିପି ପ୍ରାର୍ଥୀ ଧନଞ୍ଜୟ ମୁଣ୍ଡେ ପାର୍ଲି ଆସନରୁ ବିଜୟୀ ହୋଇଛନ୍ତି। ଧନଞ୍ଜୟ ବିଧାନ ପରିଷଦରେ ବିରୋଧୀ ଦଳ ନେତା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳରେ ମାଉସ୍‌ ଡିଅର: ଜୋର୍‌ ଧରିଲା ଚର୍ଚ୍ଚା

ବାରିପଦା,୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ଓଡ଼ିଶାର ଏକ ଅନନ୍ୟ ବନ୍ୟପ୍ରାଣୀ ଆବାସସ୍ଥଳୀ ଭାବେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଠାରେ ବିଶ୍ୱର କ୍ଷୁଦ୍ର…

ଭାରତ ଗସ୍ତରେ ଆସି ବଡ଼ ଘୋଷଣା କଲେ ମ୍ୟାନ୍‌ମାର ରାଷ୍ଟ୍ରପତି, ଖୁସିରେ ମୋଦି କହିଲେ…

ନୂଆଦିଲ୍ଲୀ,୨।୬: ଭାରତର ସୁରକ୍ଷା ସ୍ବାର୍ଥ ବିରୋଧରେ ମ୍ୟାନ୍‌ମାର ଅଞ୍ଚଳ ବ୍ୟବହାର ହେବାକୁ ଦିଆଯିବ ନାହିଁ ବୋଲି ନୂଆଦିଲ୍ଲୀ ଗସ୍ତରେ ଆସିଥିବା ଏହାର ରାଷ୍ଟ୍ରପତି ମିନ୍‌ ଅଙ୍ଗ୍‌ ହ୍ଲାଇଙ୍ଗ୍‌…

ଶୈବପୀଠକୁ ୨ କୋଟି ଟଙ୍କା ମଞ୍ଜୁର: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମାସ୍ଥିତ ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ରାଜ୍ୟ ସରକାର ୨କୋଟି ଟଙ୍କା…

ଆମେରିକାର ମାଲବାହୀ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଏଥିପାଇଁ ଇରାନ ଦାୟୀ ବୋଲି ଦାବି କଲା

ତେହରାନ,୨।୬: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ହ୍ରାସ ପାଇବାର କୌଣସି ସଙ୍କେତ ଦେଖାଯାଉନାହିଁ। ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ମଧ୍ୟ ଅସ୍ଥିର ରହିଛି। ଏହି ସମୟରେ, ଦୁଇ…

ବିନା କଟ୍‌ନୀରେ ମଣ୍ଡିରୁ ଉଠୁନି ଧାନ: ସିଏସ୍‌ଓଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ବିତି ଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ବିକ୍ରିବଟାରେ ଦେଖାଯାଇଥିବା ସମସ୍ୟା ଅସମାହିତ ରହିଛି। ଟୋକନ ସମସ୍ୟା…

ଭାଜପା ଛାଡ଼ି ନୂଆ ଦଳ ଗଢ଼ିବେ ଆନ୍ନାମଲାଇ, କାହିଁକି ଏହି ନିଷ୍ପତ୍ତି ଜାଣନ୍ତୁ

ଚେନ୍ନାଇ,୨।୬: ଦକ୍ଷିଣ ଭାରତରେ ଭାଜପାର ଅନ୍ୟତମ ପ୍ରମୁଖ ଚେହେରା ତଥା ତାମିଲନାଡୁରେ ଦଳର ପୂର୍ବତନ ସଭାପତି କେ. ଆନ୍ନାମଲାଇ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି । ସେ…

ଏନ୍‌ଭିଡିଆ ଆଣିଲା ଶକ୍ତିଶାଳୀ ଚିପ୍‌: ପିସି, ଲାପ୍‌ଟପ୍‌ କ୍ଷେତ୍ରରେ ଆସିବ ଏଆଇ କ୍ରାନ୍ତି

ତାଇପେଇ,୨ା୬(ରଏଟର୍ସ):ବିଶ୍ୱର ପ୍ରମୁଖ ଚିପ୍‌ ନିର୍ମାଣକାରୀ ସଂସ୍ଥା ‘ଏନ୍‌ଭିଡିଆ’ ବ୍ୟକ୍ତିଗତ କମ୍ପ୍ୟୁଟର (ପିସି) ଏବଂ ଲାପ୍‌ଟପ୍‌ ଜଗତରେ ବଡ଼ ବିପ୍ଳବ ଆଣିବାକୁ ଯାଉଛି। କମ୍ପାନୀ ପକ୍ଷରୁ ସୋମବାର ଏକ…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri