ମୁମ୍ବାଇ,୩୧। ୩: ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଶ୍ରଣ ପରେ ରିଜର୍ଭ ବ୍ୟାଙ୍କ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି(ଏସ୍ଏଲ୍ବିସି)ର କନ୍ଭେନରଙ୍କୁ ପରିବର୍ତ୍ତନ ନେଇ ସୋମବାର ପ୍ରସ୍ତାବ ଦେଇଛି। ସରକାର ୧୦ ବ୍ୟାଙ୍କକୁ ମିଶାଇ ୪ ବଡ଼ ବ୍ୟାଙ୍କ ଗଠନ ନେଇ ଯୋଜନାକୁ ଏପ୍ରିଲ ପହିଲାରୁ କାର୍ଯ୍ୟକାରୀ କରାଉଛନ୍ତି। ନୂଆ ପ୍ରସ୍ତାବ ମୁତାବକ ଦିଲ୍ଲୀ ପାଇଁ ପିଏନ୍ବି ଏସ୍ଏଲ୍ବିସି କନ୍ଭେନର ଭାବେ କାର୍ଯ୍ୟ କରିବ। ବର୍ତ୍ତମାନ ଏଠାରେ ଓରିଏଣ୍ଟାଲ ବ୍ୟାଙ୍କ ଦାୟିତ୍ୱ ନିର୍ବାହ କରୁଛି। ସେହିଭଳି ତ୍ରିପୁରା ଏବଂ ପଶ୍ଚିମବଙ୍ଗ ଲାଗି ୟୁନାଇଟେଡ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ପରିବର୍ତ୍ତେ ପିଏନ୍ବି ହାତକୁ ଦାୟିତ୍ୱ ହସ୍ତାନ୍ତର ହେବ। ଆନ୍ଧ୍ରବ୍ୟାଙ୍କ ୟୁନିୟନ ବ୍ୟାଙ୍କ ସହ ମିଶିଥିବାରୁ ଆନ୍ଧ୍ରପ୍ରଦେଶର ନୂଆ ଏସ୍ଏଲ୍ବିସି କନ୍ଭେନରଭାବେ ୟୁନିୟନ ବ୍ୟାଙ୍କ କାର୍ଯ୍ୟ କରିବ। ସେହିଭଳି କର୍ନାଟକ ପାଇଁ ସିଣ୍ଡିକେଟ ବ୍ୟାଙ୍କ ପରିବର୍ତ୍ତେ କାନାରା ବ୍ୟାଙ୍କ ଏସ୍ଏଲ୍ବିସି କନ୍ଭେନର ରହିବ ବୋଲି ଜଣାପଡ଼ିଛି।
ଆଜିଠାରୁ ଲାଗୁ ହେଲା ସିଲିଣ୍ଡର ବୁକିଂ, ଡେଲିଭରିର ନୂଆ ସିଷ୍ଟମ, ଜାଣିରଖନ୍ତୁ ନଚେତ୍ ହେବେ ହଇରାଣ
ନୂଆଦିଲ୍ଲୀ,୧।୬: ଭାରତର ରନ୍ଧନ ଗ୍ୟାସ ଏବଂ ପାଇପ ଲାଇନ ଗ୍ୟାସ (PNG) ଗ୍ରାହକଙ୍କ ପାଇଁ ଆଜି ଏକ ନୂତନ ଡିଜିଟାଲ ଏବଂ ଆଇନଗତ ସକାଳ ଆସିଛି। କେନ୍ଦ୍ର…
କନଫର୍ମ ଟିକେଟ ଥାଇ ବି ମିଳିଲାନି ସିଟ୍: ଏବେ ରେଳବାଇ ଦେବ ୨୦,୦୦୦ କ୍ଷତିପୂରଣ
ନୂଆଦିଲ୍ଲୀ,୧।୬: ନିକଟରେ ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ଅଧିକାର ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ବିହାରର ଏକ ଗ୍ରାହକ ଅଦାଲତ ଏକ ଐତିହାସିକ…
ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା
ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…
ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…
ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…
୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…
ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ…
ବନ୍ଦ ହୋଇଯିବ କାଗଜ ଟଙ୍କା! ଜାରି ହେବ ୫୦, ୧୦୦, ୫୦୦ ଟଙ୍କାର ନୂଆ ପ୍ଲାଷ୍ଟିକ ନୋଟ! ଜାଣନ୍ତୁ କଣ ରହିଛି RBIର ବଡ଼ ପ୍ଲାନ୍
ମୁମ୍ବାଇ,୨୯।୫: ଦେଶରେ କ୍ୟାଶ (ନଗଦ ଟଙ୍କା)ର ଚାହିଦା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି । ୟୁପିଆଇ (UPI) ପେମେଣ୍ଟ ଏବଂ ଅନଲାଇନ ଟ୍ରାଞ୍ଜାକସନ ପାଇଁ ମଧ୍ୟ କ୍ୟାଶର…
ଗ୍ୟାସ ଠାରୁ ବ୍ୟାଙ୍କିଙ୍ଗ ପର୍ଯ୍ୟନ୍ତ ବଦଳିବ ୭ ନିୟମ, ଆପଣଙ୍କ ଉପରେ ପଡିପାରେ ଅଧିକ ବୋଝ
ନୂଆଦିଲ୍ଲୀ,୨୯।୫: ମେ ମାସ ଶେଷ ହେବାକୁ ଯାଉଛି, ଏବଂ ଜୁନ 1, 2026 ଠାରୁ ସାରା ଦେଶରେ ଅନେକ ବଡ଼ ଆର୍ଥିକ ପରିବର୍ତ୍ତନ ଆସିବାକୁ ଯାଉଛି। ଏହି…
ATM ଟଙ୍କା ଉଠାଇବା ଫେଲ୍ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ
ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…
Archives

