ପରିବା କିଣିବାକୁ ଆସି ହାଇଓ୍ବା ତଳେ ଜୀବନ ଗଲା

ଭଦ୍ରକ ଅଫିସ,୨୯।୬: ଭଦ୍ରକ ବାଇପାସ୍‌ ବଜାରରେ ଶନିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ସହର ଗୋପବନ୍ଧୁ ନଗରର କାଳନ୍ଦୀ ପାତ୍ର। କାଳନ୍ଦୀ ପରିବା କିଣିବା ଲାଗି ବଜାରକୁ ଆସିଥିବା ବେଳେ ସେହି ରାସ୍ତାରେ ଏକ ହାଇଓ୍ବା ତାଙ୍କ ଉପରେ ଚଢ଼ିଯାଇଥିଲା। ପଛରେ ଆସୁଥିବା ଏକ ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ହାଇଓ୍ବାଟି ଚଢ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଘଟଣାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ପରେ ସେଠାରେ ଟାଉନ୍‌ ପୋଲିସ ପହଞ୍ଚି ଘଟଣା ହାଇଓ୍ବାକୁ ଜବତ କରି ଅନୁସନ୍ଧାନ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

ଦ୍ୱିତୀୟ ସ୍ତ୍ରୀଙ୍କୁ ଏସିଡ ମାଡ଼କରି ମାରିଥିଲେ ସ୍ବାମୀ: କୋର୍ଟ ଶୁଣାଇଲେ ଏମିତି ରାୟ 

ବାଲେଶ୍ବର,୧୩।୨(ବାଞ୍ଛାନିଧି ଦେ): ୨୦୨୩ରେ  ବାଲେଶ୍ୱର ସହଦେବଖୁଣ୍ଟା ଥାନା ଭୀମପୁରା ଅଞ୍ଚଳର ମହିଳା ବନିତା ସିଂଙ୍କୁ ଏସିଡ୍‌ ପକାଇ ହତ୍ୟା  ମାମଲାର  ଶୁକ୍ରବାର ରାୟ ପ୍ରକାଶ ପାଇଛି ।…

ଅଧାରେ ରହିଗଲା ତୀର୍ଥଯାତ୍ରା; ଦୁର୍ଘଟଣାଗ୍ରସ୍ତ ହୋଇ ପୋଲ ଉପରେ ଝୁଲିଲା ବସ୍, ୪୦ ଜଣ ଯାତ୍ରୀ…

ବାହାନଗା, ୧୩। ୨(ଅରୂପ କୁମାର ଦାସ ): ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ଓଭର ବ୍ରିଜ ଉପରେ ତ୍ରୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ…

ପ୍ରତିବାଦ ସମୟରେ ବାମପନ୍ଥୀ ନେତାଙ୍କୁ ଧକ୍କା ଦେଲା କାର୍‌, ଜିଲାପାଳଙ୍କ ଅଫିସରେ ଧସେଇ ପଶିଲେ…

ବାଲେଶ୍ୱର,୧୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ୍‌ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନ୍‌କୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର…

ଭାରତ ବନ୍ଦ ପ୍ରଭାବ: ବାଲେଶ୍ୱରରେ ଅଟକିଲା ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ

ବାଲେଶ୍ୱର,୧୨।୨(ବାଞ୍ଛାନିଧି ଦେ):ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନକୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ…

ଜଳିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri